ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ବୁଲି ଅଭାବ ଅସୁବିଧା ବୁଝିଲେ ବିଧାୟକ
ଭୁବନେଶ୍ବର : ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ବାଘୁଆ ନଦୀ ଗଣ୍ଡରେ ବୁଡି ମୃତ୍ୟୁ ବରଣ କରିଥିବା ଯୁବକଙ୍କ ପରିବାରକୁ ସହାୟତା ଯୋଗାଇ ଦେବା ସହ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯାଇ ସଙ୍ଗରୋଧ ଗୃହରେ ଥିବା ପ୍ରବାସୀ ଓଡ଼ିଆମାନଙ୍କ ଅଭାବ…
