Odia News Portal
Yearly Archives

2020

ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟରେ ବଡ଼ ନିଷ୍ପତ୍ତି | ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାରଙ୍କ । ବିଶ୍ୱସ୍ତରୀୟ କରିବା ପାଇଁ ପାରାଦୀପ ବନ୍ଦରରେ ୱେଷ୍ଟର୍ଣ୍ଣ ଡକ୍ ନିର୍ମାଣ କରା।ଯିବ। ପୋର୍ଟର ନବୀକରଣ ଓ ବିଶ୍ୱସ୍ତରୀୟ ହେବା ପାଇଁ ୩ ହଜାର…

୭୫% କର୍ମଚାରୀରେ ଚାଲିବ ସରକାରୀ ଅଫିସ୍

ଭୁବନେଶ୍ୱର: ଜାନୁଆରୀ ମାସ ପାଇଁ ସରକାରୀ ଅଫିସ୍ ଚାଲିବା ନେଇ ଜିଏ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ବିଜ୍ଞପ୍ତି‌ ଅନୁସାରେ, ଭୁବନେଶ୍ୱର, କଟକରେ ଥିବା ସବୁ ବିଭାଗୀୟ ଓ ଅଧସ୍ତନ ଅଫିସ ୭୫% କର୍ମଚାରୀଙ୍କୁ ନେଇ ଚାଲିବ । ଏହାସହ ଜରୁରୀ କାର୍ଯ୍ୟରେ ନିୟୋଜିତ ଅଫିସ୍‌ର ସମସ୍ତ…

ମିଳୁନାହିଁ ୪ ବ୍ରିଟେନ ଫେରାନ୍ତଙ୍କ ପତ୍ତା

୬୨ ବ୍ରିଟେନ ଫେରାନ୍ତଙ୍କ ମଧ୍ୟରୁ ମିଳୁନି ୪ ଜଣଙ୍କ ପତ୍ତା । ବିଏମ୍‌ସି ଅଞ୍ଚଳକୁ ବ୍ରିଟେନରୁ ମୋଟ ୬୨ ଜଣ ଫେରିଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ପତ୍ତା ମିଳିପାରି ନାହିଁ। ଏହା କହିଛନ୍ତି ଖୋଦ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । କିନ୍ତୁ ଖୋଜାଖୋଜି ଜୋରସୋରରେ ଚାଲିଥିବା…

୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତି ଓ ଅପାରଗତା ଯୋଗୁଁ ରାଜ୍ୟ ସରକାର ଆଜି ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଇଂଜିନିୟର ଥିଲାବେଳେ ୨ ଜଣ ଅବକାରୀ ବିଭାଗର ଅଧିକାରୀ ଅଟନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସାଧାରଣ ଜୀବନରେ ସାଧୁତା ଓ ନୈତିକତା ଉପରେ ଗୁରୁତ୍ଵ…

କଟକରୁ ଜବତ ହେଲା ଭେଜାଲ୍ ପନିର୍

କଟକ: ଭେଜାଲ୍ ତେଲ, ଘିଅ, ସସ୍, ଲଙ୍କାଗୁଣ୍ଡ, ହଳଦୀଗୁଣ୍ଡ ମିଳିବା ପରେ ଏବେ କଟକରୁ ଜବତ ହୋଇଛି ଅପମିଶ୍ରିତ ସିନ୍ଥେଟିକ୍ ପନିର୍ । କଟକ ଚାଉଳିଆଗଞ୍ଜ ଥାନା ପୋଲିସ ଦ୍ୱାରା ଏହି ପନିର ଜବତ କରାଯାଇଛି । କଟକ ଚାଉଳିଆଗଞ୍ଜ ପୋଲିସ୍‌ ଓ ସିଏମ୍‌ସି ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ଚଢାଉ କରି ୧…

ଅକ୍ସଫୋର୍ଡ଼ ଭ୍ୟାକସିନକୁ ବ୍ରିଟେନର ଅନୁମତି

ନୂଆଦିଲ୍ଲୀ: ଚିନ୍ତା ବଢ଼ାଇଛି ବ୍ରିଟେନ ଷ୍ଟ୍ରେନ । ଲଣ୍ଡନ ଓ ଦକ୍ଷିଣ-ପୂର୍ବ ଇଂଲଣ୍ଡରେ ଚିହ୍ନଟ ହୋଇଥିବା କରୋନାର ନୂଆ ରୂପ କେବଳ ଇଂଲଣ୍ଡ ନୁହେଁ ପୂରା ବିଶ୍ୱବାସୀଙ୍କୁ ଚିନ୍ତାରେ ପକାଇଛି । ତେବେ ଚିନ୍ତା ମଧ୍ୟରେ ଟୀକା ଆଣିଦେଇଛି ଖୁସି ଖବର | ଅକ୍ସଫୋର୍ଡ ଦ୍ୱାରା ପ୍ରସ୍ତୁତ ଟୀକାକୁ…