ପରଲୋକରେ ରିଷି କପୁର
ମମ୍ବାଇ() ବୁଧବାର ଦିନ ସକାଳେ ରିଷିଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଆଜି ତାଙ୍କର ମୃତ୍ୟୁ ଘଟିଛି। ରିଷିଙ୍କ ମୃତ ଦେହ ନିକଟରେ ଏବେ ତାଙ୍କ ପରିବାର ଲୋକ ରହିଛନ୍ତି। ରିଷି ନ୍ୟୁୟର୍କରେ ପ୍ରାୟ ଏକ ବର୍ଷ ଧରି କର୍କଟ ରୋଗ ଜନିତ ଚିକିତ୍ସା ପରେ ଗତ ସେପ୍ଟେମ୍ବରରେ ଭାରତ ଫେରିଥିଲେ।…
