ହଜାରେ ଟପିଲା ଦେଶରେ ମୃତ୍ୟୁସଂଖ୍ୟା
ନୂଆଦିଲ୍ଲୀ()କରୋନା ଭାଇରସ୍ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି । ଏହାର ପ୍ରଭାବ ବିଶ୍ୱରେ ପଡ଼ିଥିବା ବେଳେ ସେଥିରୁ ବାଦ ପଡ଼ିନାହିଁ ଭାରତ । ବର୍ତ୍ତମାନ କରୋନାରେ ଦେଶରେ ମୃତ୍ୟୁ ସଂଖ୍ୟା ୧୦୦୦କୁ ବୃଦ୍ଧି ପାଇଛି । ୧ହଜାର ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧ହଜାର ୩୩୨ ଜଣ ଆକ୍ରାନ୍ତ…
