ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା
ମେଷ
ସ୍ବରାଶିରେ ରବିଥିବାରୁ ପୂର୍ବାହ୍ନରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବନ୍ଧୁମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ରାଜନୈତିକ,ଆନୁଷ୍ଠାନିକ ତଥା ସାଂଗଠନିକ ସ୍ଥିତି ବେଶ୍ ମଜଭୁତ ରହିବ। କଥାରେ ଅନ୍ୟମାନଙ୍କୁ ଆପ୍ୟାୟିତ କରି ଜୀବନରେ…
