Odia News Portal
Yearly Archives

2020

୨୦ ବ୍ରିଟେନ ଫେରନ୍ତା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିବା ଆରମ୍ଭ କରିଛି ବ୍ରିଟେନ ଷ୍ଟ୍ରେନ । ବ୍ରିଟେନରୁ ଭାରତ ଆସିଥିବା ୨୦ ଜଣଙ୍କ ଶରୀରରେ ଏହି ନୂଆ ଷ୍ଟ୍ରେନର ଲକ୍ଷଣ ପ୍ରକାଶ ପାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ, ବର୍ତ୍ତମାନ ନୂଆ ଷ୍ଟ୍ରେନରେ ୨୦ ଜଣ ସଂକ୍ରମିତ ହୋଇଛନ୍ତି । ଏହି…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ମୁଖ୍ୟ କାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ | ମୃତ୍ୟୁର କାରଣ ଏଯାବତ ଅସ୍ପଷ୍ଟ ରହିଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନାନୁସାରେ , ଢେଙ୍କାନାଳ ଜିଲ୍ଲା ମୁଖ୍ୟ କାରାଗାରରେ ବିଚାରାଧୀନ କଏଦୀର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ…

ରାଜ୍ୟରେ ଆଉ ୩ ଜୀବନ ନେଲା କରୋନା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସମୟରେ ୩ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ରାଜ୍ୟରେ ଆଉ ୩୦୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୩୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ଆଜିଠାରୁ ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି। ଜନସାଧାରଣ ମାନେ ଆରଟିଓ -୧ରେ ଅନଲାଇନରେ ଜରିଆରେ ଆବେଦନ କରିପାରିବେ। ଏନେଇ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରିଛି ଭୁବନେଶ୍ୱର ଆରଟିଓ ୧ ।ଲର୍ଣ୍ଣିଂ ଲାଇସେନ୍ସ ଥିବା ଗାଡି ଚାଳକ ନୂଆ ଡ୍ରାଇଭିଂ…

ଭିଜିଲାନ୍ସ ଜାଲରେ କୋଟିପତି ଡ୍ରାଇଭରଙ୍କ ସମେତ ୩ ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଫସିଛନ୍ତି ଜଣେ କୋଟିପତି ଡ୍ରାଇଭରଙ୍କ ସମେତ ୩ ଅଧିକାରୀ । ଯାହାଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ହୋଇଛି । ସୂଚନାନୁଯାୟୀ ଆଜି ବଲାଙ୍ଗୀର ୱେସ୍କୋ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ବିଭୁତି ଭୂଷଣ ବିନ୍ଧାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ।…

ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର: ଆର ପାରିରେ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ । ୮୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ହେବ ନିମୋନିଆରେ ପୀଡିତ ହୋଇ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତକାଲି ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଥିବା…

ଲେଖାଶ୍ରୀଙ୍କୁ ଏଲିନାଙ୍କ କଡ଼ା ଜବାବ

ଭୁବନେଶ୍ୱର: ସରକାରୀ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷାରେ ସ୍ଥାନ ସଂରକ୍ଷଣକୁ ନେଇ ବିଜେପି ଆପତ୍ତି ଉଠାଇବା ପରେ କାଉଣ୍ଟର ଆଟାକ କରିଛି ବିଜେଡି। ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତ ଉଠାଇଥିବା ଅଭିଯୋଗ ଉପରେ…

ଐତିହାସିକ ବିଜୟ ହାସଲ କଲା ଭାରତ

ମେଲବର୍ଣ୍ଣ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ମେଲବର୍ଣ୍ଣ ବକ୍ସିଂ ଡେ ଟେଷ୍ଟରେ ଐତିହାସିକ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ଆଜିଙ୍କ୍ୟ ରାହାଣେଙ୍କ ଶତକ ସହ ଭାରତୀୟ ବୋଲରଙ୍କ ଧୂଆଁଧାର ବୋଲିଂ ବଳରେ ଦ୍ୱିତୀୟ ଟେଷ୍ଟରେ ବିଜୟ ଲାଭ କରିଛି ଭାରତ । ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ…

ବିଶ୍ୱ ମାନଚିତ୍ରରେ ସ୍ଥାନ ପାଇବ ନନ୍ଦନକାନନ

ଭୁବନେଶ୍ୱର: ବିଶ୍ୱ ମାନଚିତ୍ରରେ ସ୍ଥାନ ପାଇବ ନନ୍ଦନକାନନ |୬୦୦ କୋଟି ଟଙ୍କାରେ ବଦଳିବ ନନ୍ଦନକାନନର ରୂପରେଖ । ନନ୍ଦନକାନନ ପ୍ରତିଷ୍ଠା ଦିବସ ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏନେଇ ସୂଚନା ଦେଇଛନ୍ତି । ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୬୧ ତମ ପ୍ରତିଷ୍ଠା ଦିବସ…