୧୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ସୋମବାର ଉପକୂଳ ଓଡ଼ିଶା ସମେତ ୧୦ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବା ସହିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି ।
ସୋମବାର ଉପକୂଳ…
