ପୁଣି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ
ନୂଆଦିଲ୍ଲୀ() ପେଟ୍ରୋଲ-ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ଓ ରୋଡ୍ ସେସ୍ ବୃଦ୍ଧି କରିବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତି ପରେ ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ ଲିଟର ପିଛା ୩ ଟଙ୍କା ବୃଦ୍ଧି ପାଇବ । କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ,…
