Odia News Portal
Yearly Archives

2020

ଏହି ଅଭିନେତ୍ରୀଙ୍କ ହାତ ଧରିଲେ ସୁକିନ୍ଦା ବିଧାୟକ

ଭୁବନେଶ୍ୱର()  ଅଭିନେତ୍ରୀ ଝିଲିକଙ୍କୁ ବିବାହ କଲେ ପ୍ରୀତିରଞ୍ଜନ ଘଡେଇ । ଗତକାଲି ହୋଟେଲ ସ୍ୱସ୍ତି ଚିଲିକାରେ ନିକଟତମ ସଂପର୍କୀୟଙ୍କ ଗହଣରେ ବିବାହ ସମ୍ପନ୍ନ ହୋଇଛି । ଏନେଇ ସୂଚନା ଦେଇଛନ୍ତି ପ୍ରୀତିରଂଜନଙ୍କ ବାପା ପ୍ରଫୁଲ୍ଲ ଘଡାଇ । ତେବେ ଏ ବିବାହ ଅତି ଗୋପନୀୟ ଭାବରେ ହୋଇଥିବାରୁ…

ମୁଣ୍ଡପିଛା ଆୟରେ କେନ୍ଦୁଝର ପ୍ରଥମ

ଭୁବନେଶ୍ୱର() ରାଜ୍ୟରେ ମୁଣ୍ଡପିଛା ଆୟ କ୍ଷେତ୍ରରେ କେନ୍ଦୁଝର ଜିଲ୍ଲା ଆଗରେ ରହିଛି । କୃଷି, ଶିଳ୍ପ, ସେବା ଓ ଆନୁଷଙ୍ଗିକ ସୁବିଧା କ୍ଷେତ୍ରରେ କେନ୍ଦୁଝର ୧ ନମ୍ବର । ୨୦୦୪-୦୫ ଆର୍ଥିକ ବର୍ଷ ଆଧାରରେ କେନ୍ଦୁଝର ଆଗରେ ରହିଛି ବୋଲି ଆଜି ବିଧାନସଭାରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ…

୧୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର()  ମରାଠାଠାରୁ ଦକ୍ଷିଣ ତାମିଲନାଡୁ ଯାଏଁ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି । ଟ୍ରପ୍ ଲାଇନ୍ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପରିସ୍ଥିତିକୁ ଦୃଷ୍ଟିରେ ରଖି ୧୨ଟି…

ଏଣିକି ସବୁ ଆମ୍ବୁଲାନ୍ସ ପାଇଁ ଗୋଟିଏ ଜରୁରୀକାଳୀନ ନମ୍ବର

ଭୁବନେଶ୍ୱର () ଏଣିକି ସବୁ ଆମ୍ବୁଲାନ୍ସ ପାଇଁ ଗୋଟିଏ ଜରୁରୀକାଳୀନ ନମ୍ବର । ସେହି ନମ୍ବରକୁ ଫୋନ୍ କଲେ ହିଁ ଲୋକଙ୍କ ପାଖରେ ଆମ୍ବୁଲାନ୍ସ ପହଞ୍ଚିଯିବ। ରାଜ୍ୟର ସମସ୍ତ ଆମ୍ବୁଲାନ୍ସ ପାଇଁ ଗୋଟିଏ ଜରୁରୀକାଳୀନ ନମ୍ବର ରଖିବାକୁ ସୁପ୍ରିମକୋର୍ଟର ସଡ଼କ ସୁରକ୍ଷା କମିଟି ପରାମର୍ଶ ଦେଇଥିଲା।…

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ଖୋର୍ଦ୍ଦା : ଜବତ ହେଲା ୮୭ଗ୍ରାମ ବ୍ରାଉନସୁଗାର। ଏହାର ଆନୁମାନିକ ମୂଲ୍ୟ ପ୍ରାୟ କୋଟିଏ ଟଙ୍କା ହେବ। ଖୋର୍ଦ୍ଦା ଜଟଣୀ ଅଞ୍ଚଳରୁ ବ୍ରାଉନସୁଗାର ଜବତ ହୋଇଛି। କମିଶନରେଟ ପୋଲିସ ଡ୍ରଗ ଟ୍ୟାକ୍ସ ଫୋର୍ସ ୨ଟି ସ୍ଥାନରେ ଚଢାଉ କରିଥିଲା। ଚଢାଉରେ ୮୭ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ୨ଜଣଙ୍କୁ…

ଆଜି ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଦିନିକିଆ

ଧର୍ମଶାଳା : ଆଜି ହିମାଚଳ ପ୍ରଦେଶ କ୍ରିକେଟ୍‌ ଆସୋସିଏସନ୍‌ ଷ୍ଟାଡିୟମରେ ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଖେଳାଯିବ । ଗତ ନ୍ୟୁଜିଲାଣ୍ଡ ଗସ୍ତରେ ଦିନିକିଆ ଓ ଟେଷ୍ଟ ସିରିଜ୍‌ ପରାଜୟକୁ ଭୁଲି କୋହଲିବାହିନୀ ଘରୋଇ ପରିବେଶରେ ନୂଆ ଆରମ୍ଭ କରିବାକୁ…

ଡିଜେ ଗାଡ଼ିକୁ ୫୨ ହଜାର ଟଙ୍କା ତଣ୍ଡ

ଭୁବନେଶ୍ବର :  ଡିଜେ ଗାଡ଼ିକୁ ୫୨ ହଜାର ଟଙ୍କା ତଣ୍ଡ । ଚାଲାଣ କାଟିଛି ଭୁବନେଶ୍ୱର RTO । ଗାଡ଼ିରେ ନଥିଲା ଫିଟ୍‍ନେସ । ସେହିପରି ଇନସ୍ୟୁରାନ୍ସ ନଥିବା ବେଳେ ବିନା ରୋଡ୍‌ ପରମିଟରେ ଚାଲୁଥିଲା ଗାଡ଼ି । ଯାଞ୍ଚ ବେଳେ ଧରାପଡ଼ିଥିଲା । ଗାଡ଼ି ଟ୍ୟାକ୍ସ ଦେଉ ନଥିବାରୁ କାର୍ଯ୍ୟାନୁଷ୍ଠାନ ହୋଇଛି ।…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ଆଜି ବୃହସ୍ପତି ରବିଙ୍କ ନକ୍ଷତ୍ରରେ ରହିଥିବାରୁ ଆପଣଙ୍କ ଚେଷ୍ଟା ନିଶ୍ଚିତ ଫଳବତୀ ହୋଇପାରିବ । ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ମାଧ୍ୟମରେ ପ୍ରତ୍ୟେକ କାମକୁ ସମ୍ଭାଳି ନେବେ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । ଅର୍ଥ ଲାଭ, ଶାରିରୀକ…

ରାଜ୍ୟପାଳଙ୍କୁ ଭେଟିଲେ ସମ୍ ଡାକ୍ତରୀ ଦଳ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ଆଇଏମଏସ ଆଣ୍ଡ ସମ ହସ୍ପିଟାଲରେ ରାଜ୍ୟର ପ୍ରଥମ ଯକୃତ ପ୍ରତ୍ୟାରୋପଣ କରାଯାଇଥିବାରୁ  ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ବୁଧବାର ରାଜଭବନରେ ରାଜ୍ୟପାଳଙ୍କୁ ସମ ହସ୍ପିଟାଲ ର ଡାକ୍ତରୀ ଟିମ ସାକ୍ଷାତ…

କାକଟପୁର ମା’ ମଙ୍ଗଳାଙ୍କର ଝାମୁ ଯାତ୍ରା ଆରମ୍ଭ

କାକଟପୁର  : କାକଟପୁର ମା ମଙ୍ଗଳାଙ୍କର ଝାମୁ ଯାତ୍ରା ଆରମ୍ଭ ହୋଇଛି। ଏହି ଯାତ୍ରା ଚୈତ୍ର ମାସ କୃଷ୍ଣ ପକ୍ଷ ପ୍ରତିପଦା ତିଥି ମଙ୍ଗଳବାର ଆରମ୍ଭ ହୋଇ ପ୍ରାୟ ଏକ ମାସ ଧରି ଚାଲିବ। ଏହି ଦିନ ପ୍ରତ୍ୟକ ଗାଁ ମାନଙ୍କରେ ନାରୀମାନେ ଚଉରା ମୂଳେ ମାଟିରେ ପନ୍ଥେଇ ପ୍ରସ୍ତୁତକରି ମା’ମଙ୍ଗଳାଙ୍କ ବହି…