ଆଜିଠୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ
ଭୁବନେଶ୍ୱର : ଆଜିଠୁ ଯୁକ୍ତ ୨ ପରୀକ୍ଷା । ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀମାନେ ଓଡ଼ିଆ ବିଷୟରେ ପରୀକ୍ଷା ଦେବେ । ଦିନ ୧୦ରୁ ୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଚଳିତ ବର୍ଷ ୩ ଲକ୍ଷ ୫୦ହଜାର ୮୦୦ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। କଳାରେ ୨ଲକ୍ଷ ୨୦ହଜାର ୪୩୭, ବିଜ୍ଞାନରେ ୯୭ ହଜାର…
