ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା
ମେଷ
କର୍ମଭାବସ୍ଥ କର୍ମାଧିପତି ଯୋଗୁ ପ୍ରତ୍ୟେକ ପ୍ରକାରର ପରିସ୍ଥିତିକୁ ସାମନା କରି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ । ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ କାମରେ…
