ୟେସ୍ ବ୍ୟାଙ୍କରେ ଅଛି ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା
ଭୁବନେଶ୍ୱର() ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଶ୍ରଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ରହିଛି ।ଏନେଇ ଆଜି ଧାନସଭାରେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନାଙ୍କ ଲିଖିତ ଉତ୍ତ ଦେଇଛନ୍ତି ।
ମନ୍ତ୍ରି ଦେଇଥିବା ସୂଚନା ଅନୁସାରେ, ମହାପ୍ରଭୁ ଶ୍ରଜଗନ୍ନାଥଙ୍କର ମୋଟ ପାଣ୍ଠିର ପରିମାଣ ୬୨୬ କୋଟି ୪୪ ଲକ୍ଷ ୭୮…
