ଜାପାନରୁ ଦୁଇ ଓଡ଼ିଆଙ୍କ ଶବ ଆଣିବାରେ ସହଯୋଗ କଲା ‘ମୋ ପରିବାର’
ଭୁବନେଶ୍ୱର : ଜାପାନ ଟୋକିଓ ସହରର ଏକ ହୋଟେଲରେ ରୋଷେୟା କାମ କରୁଥିବା ଦୁଇ ଓଡ଼ିଆ ଯୁବକଙ୍କର ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ସେମାନେ ହେଲେ
ବାଲେଶ୍ୱର କମର୍ଦ୍ଦାର ଶେଖ୍ ମଣ୍ଟାଜ୍ ଏବଂ ଯାଜପୁର ବଡ଼ଚଣାର ଶେଖ୍ ବାହାରୁଦ୍ଦିନ୍ । ରୋଷେଇ କରୁଥିବା ବେଳେ ଗ୍ୟାସ୍ ନିର୍ଗତ କାରଣରୁ ଶ୍ୱାସରୁଦ୍ଧ ହୋଇ…
