Odia News Portal
Yearly Archives

2020

ଆଉ ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୟୂରଭଞ୍ଜରୁ ସର୍ବାଧିକ

ଭୁବନେଶ୍ବର()  ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମାଲକାନଗିରି ଓ ମୟୂରଭଞ୍ଜରୁ ତିନିଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କେଉଁଝର, ଝାରସୁଗୁଡା, ଯାଜପୁର ଓ ରାୟଗଡାରୁ ଜଣେ ଲେଖାଏଁ…

ଆଉ ୧୪୭୪ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୫ ହଜାର ପାର

ଭୁବନେଶ୍ବର()   ରାଜ୍ୟରେ ଆଉ ୧୪୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୮୫୫ ଜଣ ଥିବାବେଳେ ୬୧୯ ଜଣ ସ୍ଥାନୀୟ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୫ ହଜାର ୮୮୯ରେ ପହଁଚିଛି । ସୂଚନା ଓ…

ଅଦାଲତଙ୍କ ନିର୍ଦ୍ଦେଶକୁ ମାନୁନାହାନ୍ତି ପୁଲିସ୍‍ ଓ ତହସିଲଦାର

ଭୁବନେଶ୍ୱର()  ବେଆଇନ୍‍ ନିର୍ମାଣ ଉଚ୍ଛେଦ ପାଇଁ ଅଦାଲତ ଦେଇଥିବ ନିଦେ୍ର୍ଧଶକୁ ପୁଲିସ୍‍ କି ତହସିଲଦାର କେହି ମାନୁ ନାହାନ୍ତି । କ୍ଷେତ୍ର ସ୍ଥଳକୁ ଆସି ବେଆଇନ୍‍ ନିର୍ମାଣ ହଟାଇବା ତ ଦୂରର କଥା ଅଦାଲତର ଚିଠି ପାଇଲାପରେ ବି କେହି ଧରାଛୁଆଁ ଦେଉନାହାନ୍ତି । ଏଭଳି ସ୍ଥିତିରେ ଏବେ ସମସ୍ୟାରେ…

ଅର୍ଣ୍ଣବ ଗୋସ୍ୱାମୀ ଗିରଫ

ମୁମ୍ବାଇ() ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ଗିରଫ । ୨୦୧୮ର ଏକ ମାମଲାରେ ଅର୍ଣ୍ଣବଙ୍କ ବାସଭବନ ଭିତରକୁ ପୁଲିସ୍‌ ଜୋର ଜବରଦସ୍ତ ପଶି ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି। ଅର୍ଣ୍ଣବଙ୍କୁ ଉଠାଇ ନେଇଥିବାବେଳେ ମୁମ୍ବାଇ ପୋଲିସ‌ ପାଖରେ କୌଣସି ସମନ୍ କିମ୍ବା କୋର୍ଟ…

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ପଜିଟିଭ୍

ଭୁବନେଶ୍ୱର() ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୭୯ରେ ପହଞ୍ଚିଛି ।ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୪ ଜଣ ରହିଥିବା ବେଳେ ୫୫ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୧୮୦ ଜଣ…

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସୋଆର ୭ ଗବେଷକ

ଭୁବନେଶ୍ୱର()  ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ୭ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି । ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ  ବୈଜ୍ଞାନିକଙ୍କ ତାଲିକା ପ୍ରସ୍ତୁତ…

ଟ୍ରାଫିକ୍ ସିଗନାଲରେ ନିତାଙ୍କୁ ପ୍ରପୋଜ୍ କରିଥିଲେ ମୁକେଶ

ମୁମ୍ବାଇ () ଭାରତୀୟ ମହିଳା ବ୍ୟବସାୟୀ ତଥା ରିଲାଏନ୍ସ ଫାଉଣ୍ଡେସନର ସଂସ୍ଥାପକ ନିତା ଅମ୍ବାନୀଙ୍କର ଆଜି ୫୭ତମ ଜନ୍ମଦିନ। ଇଣ୍ଡଷ୍ଟ୍ରିଆଲିଷ୍ଟ ତଥା ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ପତ୍ନୀ ନିତା ଅମ୍ବାନୀ ଇନ୍ଟରନ୍ୟାଶନାଲ୍ ସ୍କୁଲର ସଂସ୍ଥାପକ ଓ ଆଇପିଏଲ ଟିମ ମୁମ୍ବାଇ…

୪ ରାଜ୍ୟରେ ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ() ଦେଶରେ କରୋନା ଅପଡେଟ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଆଜି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ ଦେଶରେ ସଂକ୍ରମଣ ହାର କ୍ରମାଗତ ଭାବେ କମିବାରେ ଲାଗିଛି । ସେପ୍ଟେମ୍ବର ୧୬ରୁ ୨୨ ମଧ୍ୟରେ ଦୈନିକ ସଂକ୍ରମଣ ୯୦,୩୪୬ ରହୁଥିଲା । କିନ୍ତୁ ଏବେ ଦେଶରେ ଦୈନିକ…

ଗ୍ରୀନ୍ ଓ କୋଭିଡ ମୁକ୍ତ ଦୀପାବଳୀ ପାଇଁ ଆହ୍ୱାନ

ଗଞ୍ଜାମ() ଗ୍ରୀନ୍ ଓ କୋଭିଡ ମୁକ୍ତ ଦୀପାବଳୀ ପାଇଁ ଏକ ଆହ୍ୱାନ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ଅମୃତା କୁଲାଙ୍ଗେ । ବାଣ ମାକେର୍ଟ ନଖୋଲିବାକୁ ଜିଲ୍ଲାପାଳ ନିବେଦନ କରିବା ସହ କହିଛନ୍ତି ଯେ, ‘ ବାଣ ମାର୍କେଟ ଖୋଲିବା ଯେଉଁ ଗାଇଡଲାଇନ୍ ରହିଛି ତାହା ଉପରେ ଅନୁଧ୍ୟାନ ହେବ । ଆଳୋଚନା କରି…

୧୪ ବର୍ଷ ବୟସରେ ଆମିର ଖାନଙ୍କ ଝିଅ ହୋଇଥିଲେ ଯୌନ ନିର୍ଯାତନାର ଶିକାର

ନୂଆଦିଲ୍ଲୀ() ବଲିଉଡ ଅଭିନେତା ଆମିର ଖାନଙ୍କ ଝିଅ ଇରା ଖାନ ନିକଟରେ ‘ୱାର୍ଲଡ ମେଣ୍ଟାଲ ହେଲ୍ଥ ଡେ’ ରେ ଏକ ଭିଡିଓ ସେୟାର କରିଥିଲେ ଯେଉଁଥିରେ ସେ ଡିପ୍ରେସନର ଶିକାର ଥିବା କହିଥିଲେ । ଏହାକୁ ନେଇ ସୋସିଆଲ ମିଡିଆରେ ଖୁବ ଚର୍ଚ୍ଚା ମଧ୍ୟ ହୋଇଥିଲା । ତେବେ ପୁଣି ଥରେ ଇରା ନିଜ ଇନଷ୍ଟାଗ୍ରାମ…