କୋରୋନା ଭାଇରସକୁ ଶେଷ କରିବା ପାଇଁ ଚୀନ ଗଲେ ଏହି ଅଭିନେତ୍ରୀ , ଭିଡିଓ କଲେ ସେୟାର
ମୁମ୍ବାଇ() ଚର୍ଚ୍ଚାରେ କଣ୍ଟ୍ରୋଭର୍ସି କୁଇନ ରାକ୍ଷୀ ସାୱନ୍ତା ନିକଟରେ ରାକ୍ଷୀ ଏମିତି ଏକ ଭିଡିଓ ପୋଷ୍ଟ କରିଛନ୍ତି ଯେଉଁଥିପାଇଁ ସେ ବହୁତ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ଏକ ଭିଡିଓ ପୋଷ୍ଟ କରିଛନ୍ତି । ଯାହା ଭାଇରାଲ ହେଉଛି।…
