ଧାରଣାରେ ବସିଲେ ଛାତ୍ରଛାତ୍ରୀଙ୍କ ସହ ଅଭିଭାବକ
ବାଲେଶ୍ୱର : ସ୍କୁଲ ଆଗରେ ଅଭିଭାବକଙ୍କ ଧାରଣା । ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ଓ ସ୍କୁଲର ବିଭିନ୍ନ ସମସ୍ୟାକୁ ନେଇ ଧାରଣା ଦିଆଯାଇଛି । ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ପୋଲିସ ହାଇସ୍କୁଲରେ ।
ହାଇସ୍କୁଲରେ ବିଭିନ୍ନ ଅବ୍ୟବସ୍ଥା, ଅସ୍ୱାସ୍ଥ୍ୟକର ପରିବେଶ, ଶିକ୍ଷକ ଶିକ୍ଷୟତ୍ରୀଙ୍କ…
