ମକର ସଂକ୍ରାନ୍ତି ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ୱର : ଆସନ୍ତା ୧୫ ତାରିଖ ଅର୍ଥାତ ମକର ସଂକ୍ରାନ୍ତି ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି।
ଏହି ଦିନରେ ସମସ୍ତ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସେହିପରି ସମସ୍ତ ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା…
