ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍, ୪ ମୃତ
ନୟାଗଡ଼: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ମୃତ। ନୟାଗଡ଼ ଓଡ଼ଗାଁ ଥାନା କରଡ଼ା ନିକଟରେ ଘଟିଛି ଦୁର୍ଘଟଣା। କାରଟି ଭୁବନେଶ୍ୱରରୁ ନନ୍ଦିଘୋର ଫେରିବା ବେଳେ କରଡ଼ା ନିକଟରେ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିଲା। ଏଥିରେ କାର ଡ୍ରାଇଭର ସମେତ ୪ଜଣଙ୍କ ମୃତ୍ୟୁ ଘଟିଥିଲା।
ମୃତକମାନେ ନନ୍ଦୀଘୋର ନୋଳିଆ…
