ଶୀତ ଦିନେ କ’ଣ ପାଇଁ ମାଛ ଖାଇବା ଦରକାର ? ଜାଣନ୍ତୁ ଏହାର ୭ଟି ଫାଇଦା
ମାଛ ଖାଇବା ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ଏଥିରେ ଭିଟାମିନ୍, ମିନେରାଲ୍ସ ଏବଂ ଅନେକ ପ୍ରକାରର ପୋଷକ ତତ୍ତ୍ୱ ରହିଥାଏ । ଯାହା ଶରୀରକୁ ବିଭିନ୍ନ ରୋଗରୁ ରକ୍ଷା କରିଥାଏ । ଶୀତ ଦିନେ ଏହାକୁ ଖାଇବା ଦ୍ୱାରା ଆପଣଙ୍କ ଶରୀର ଅନେକ ପ୍ରକାରର ସଂକ୍ରମଣରୁ ଦୂରରେ ରହିଥାଏ । ଆସନ୍ତୁ…
