ଶୀତଦିନେ ଗୁଡ ଖାଇଲେ ମିଳେ ଏସବୁ ଫାଇଦା
ଶୀତ ଆରମ୍ଭ ହେଲେ ଖାଦ୍ୟରେ ଗୁଡ଼ ସାମିଲ କରିବା ନିହାତି ଆବଶ୍ୟକ। କାରଣ ଏହା ଆମକୁ ଅନେକ ରୋଗଠାରୁ ଦୂରେଇ ରଖିଥାଏ। ସାଧାରଣତଃ ଶୀତ ଦିନ ଆସିବା ମାତ୍ରେ କିଛି ବ୍ୟକ୍ତିଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଏ। ଜ୍ୱର, ଥଣ୍ଡା ଏବଂ କାଶ ଆଦି ଲାଗି ରହେ। ଏଥିରୁ ଉପଶମ ପାଇବା ପାଇଁ ଗୁଡ ବେଶ୍…
