ଫେବୃୟାରୀରେ ୨୦୨୦ର ପ୍ରଥମ ବିଧାନସଭା ଅଧିବେଶନ
ଭୁବନେଶ୍ୱର() ଆସନ୍ତା ଫେବୃୟାରୀ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରୁ ୨୦୨୦ର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ସଂସଦୀୟ ବିଭାଗ ପକ୍ଷରୁ ସମସ୍ତ ବିଭାଗକୁ ଅବଗତ କରାଯାଇଛି। ରାଜ୍ୟପାଳଙ୍କ ଅଭିଭାଷଣ ପାଇଁ ତଥ୍ୟ ମଗାଯାଇଛି। ଜାନୁୟାରୀ ୨୦ ସୁଦ୍ଧା ସମସ୍ତ ବିଭାଗ ସରକାରଙ୍କ ବିକାଶର…
