୧୦ ଜିଲ୍ଲାରେ ଦୁଇଦିନ ବର୍ଷା ଲାଗି ସତର୍କ ସୂଚନା
ଭୁବନେଶ୍ୱର() ରାଜ୍ୟର ୧୦ ଜିଲ୍ଲାକୁ ବର୍ଷା ଲାଗି ସତର୍କତା ସୂଚନା ଦିଆଯାଇଛି । ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ସତର୍କ ଜାରି କରାଯାଥିବା ୧୦ଟି ଜିଲ୍ଲା ହେଉଛି ବରଗଡ, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ଅନୁଗୋଳ, କଳାହାଣ୍ଡି,…
