ବିଶ୍ୱସ୍ତରୀୟ ଟାଇମ୍ସ ହାଇଅର ଏଡୁକେସନ ରାକିଙ୍ଗ୍ରେ ସୋଆ ସ୍ଥାନିତ
ଭୁବନେଶ୍ୱର() ସମ୍ନାନଜନକ ଟାଇମ୍ସ ହାଇଅର ଏଡୁକେସନ (ଟିଏଚଇ ) ୱାର୍ଲଡ ୟୁନିଭର୍ସିଟି ରାଙ୍କିଙ୍ଗରେ କ୍ରମାଗତ ଦ୍ଵିତୀୟ ବର୍ଷ ଲାଗି ଇଞ୍ଜିନିଅରିଂ ଓ ଟେକ୍ନୋଲୋଜ୍ଜି ଏବଂ କମ୍ପ୍ୟୁଟର ସାଇନ୍ସ କ୍ଷେତ୍ରରେ୬୦୧-୮୦୦କାଟେଗୋରୀରେ ସ୍ଥାନ ପାଇଛି ଶିକ୍ଷା ଓ ଅନୁସନ୍ଧାନ (ଡିମଡ଼ ଟୁ ବି )…
