Odia News Portal
Yearly Archives

2020

ବଡ଼ ବିସ୍ଫୋରଣ, ୭ଜଣଙ୍କ ମୃତ୍ୟୁ, ୭୦ରୁ ଅଧିକ ଆହତ

ପେଶୱାର() ପାକିସ୍ତାନର ପେଶାୱରର ଏକ ମଦ୍ରାସା ନିକଟରେ ହୋଇଛି ବଡ଼ ଧରଣର ବିସ୍ଫୋରଣ । ଏହି ବିସ୍ଫୋରଣ ମଦ୍ରାସା, ଦୀର କଲୋନୀରେ ହୋଇଛି । ରିଲିଫ ଓ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି କହିଛନ୍ତି ଯେ, ବିସ୍ଫୋରଣରେ ୭ଜଣଙ୍କ ମୃତ୍ୟୁ ହୋଇଛି ଓ ୭୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି ।…

କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ, ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ବର() ଆଜି ୧୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଭୁବନେଶ୍ୱରରୁ…

ଆଜି ଆଉ ୧୨୪୭ ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୩ ହଜାର ପାର

ଭୁବନେଶ୍ୱର() ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୨୪୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୨୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୧୮ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୩ ହଜାର ୯୪୨ କୁ ବୃଦ୍ଧି କରିଛି। ଏ…

ଚନ୍ଦ୍ର ପୃଷ୍ଠରେ ଜଳର ସନ୍ଧାନ

ନୂଆଦିଲ୍ଲୀ() ଚନ୍ଦ୍ର ପୃଷ୍ଠରେ ମିଳିଛି ଜଳର ସନ୍ଧାନ । ଚନ୍ଦ୍ରପୃଷ୍ଠରେ ଜଳର ସନ୍ଧାନ ମିଳିଥିବା ଦାବି କରିଛି ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ବା ନାସା । ପର୍ଯ୍ୟବେକ୍ଷଣ ଯାନ ‘ସୋଫିଆ’ ଜରିଆରେ ଜଳ ସନ୍ଧାନ ହୋଇଥିବା ଦାବି କରିଛି । ଚନ୍ଦ୍ରପୃଷ୍ଠରେ ଛୋଟ ଛୋଟ ଆକାରରେ କାଚ କଣିକା ଭଳି ଜଳ…

ରୁପାରେ ଛାଉଣୀ ହେବ ଶ୍ରୀମନ୍ଦିରର ୮ ଦ୍ୱାର

ପୁରୀ () ରୁପାରେ ଆଛାଦିତ ହେବ ଶ୍ରୀମନ୍ଦିରର ୮ଟି ଦ୍ୱାର। ଏଥିଲାଗି ବିନିଯୋଗ ହେବ ଅଢ଼େଇ ଟନ୍ ରୁପା। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧକ୍ଷତାରେ ଆଜି ଅପରାହ୍ନରେ ବସିବ ସ୍ଵତନ୍ତ୍ର ବୈଠକ। ଛତିଶାନିଯୋଗ ନାୟକ, ପରିଚାଳନା କମିଟି ସଦସ୍ୟ, ପୂଜାପଣ୍ଡା ନିଯୋଗ,…

ସମ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ଭୁବନେଶ୍ୱର()  କରୋନା ମହାମାରୀର ମୁକାବିଲା ନିମନ୍ତେ କୋଭିଡ-୧୯ ଭ୍ୟାକସିନ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲରେ ଆରମ୍ଭ ହେବ | ଏହି ସ୍ୱଦେଶୀ ଟୀକାକୁ ଭାରତ ବାୟୋଟେକ ଓ ଇଣ୍ଡିଆନ କାଉନସିଲ ଅଫ…

ଦଣ୍ଡାଦେସ ପରେ ଜାମିନ

ନୂଆଦିଲ୍ଲୀ()  ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି । କୋଇଲା ବ୍ଲକ ଦୁର୍ନୀତିରେ ତାଙ୍କର ସଂପୃକ୍ତି ଥିବାରୁ ପୂର୍ବରୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ  । ତେବେ ଜେଲ ଦଣ୍ଡରେ ଦଣ୍ଡିତ ହେବାର କିଛି ସମୟ ପରେ ତାଙ୍କୁ ଜାମିନ…

ୱାର୍ଡ଼ ନଂ – ୧ ଓ ୨ ରେ ଜନ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସାରା ରାଜ୍ୟରେ ଏକ ମାସ ଧରି ଚାଲିଥିବା ଜନ ସଚେତନତା କାର୍ଯ୍ୟକ୍ରମକୁ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ନିର୍ଦେଶରେ ଆଜି ଭୁବନେଶ୍ୱର ଜିଲ୍ଲା ସାଂଙ୍ଗଠନିକ ଉପସଭାପତି ମିହିର କୁମାର ରାଉତ (ପପୁ)ଙ୍କ ନେତୃତ୍ୱରେ ଆଜି…

ପୁରୀରେ ଚାଲିଥିବା ବିଭିନ୍ନ ଉନ୍ନୟନ ଓ ଆଧୁନିକରଣ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ

ପୁରୀ () ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ପୁରୀ ଗସ୍ତ କରିଛନ୍ତି । ପୁରୀରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ସଚିବ । ପୁରୀ ସ୍ୱର୍ଗଦ୍ୱାର, ଗୋଲଡେନ ବିଚ୍ ଓ ଗୋଶାଳ ବୁଲି ଚାଲିଥିବା ବିଭିନ୍ନ ଉନ୍ନୟନ ଓ ଆଧୁନିକୀକରଣ କା ର୍ଯ୍ୟର ସମୀକ୍ଷା କରିଛନ୍ତି…

ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା

ଭୁବନେଶ୍ବର() ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା । ମନ୍ତ୍ରଧ୍ୱନିରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ। କରୋନା କଟକଣା ପାଇଁ ଉତ୍ସବ ଫିକା ପଡ଼ିଥିଲେ ବି ରୀତିନୀତି ଅନୁଯାୟୀ ଚାଲିଛି ଦେବୀ ଦଶଭୂଜାଙ୍କ ଆରାଧନା । କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ବିନା ଭକ୍ତରେ ଚଳିତ ବର୍ଷ ପୂଜାର ଆୟୋଜନ…