Odia News Portal
Yearly Archives

2020

ରାଜଧାନୀରୁ ୨୦୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର()  ରାଜଧାନୀ ଭୁବନେଶ୍ୱରରୁ ଆଜି ୨୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂତନ ୨୦୧ ଆକ୍ରାନ୍ତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୩୭ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍‌ ଯୋଗେ ସୂଚନା ଦେଇଛି । ସେହିପରି…

ବାଲେଶ୍ୱରରେ ଶଙ୍ଖ ଧରିଲେ କଂଗ୍ରେସ ନେତା

ବାଲେଶ୍ୱର() ବାଲେଶ୍ୱରରେ କଂଗ୍ରେସ ନେତା ମାଧବାନନ୍ଦ ମଇନି ତାଙ୍କ ଶତାଧିକ କର୍ମୀଙ୍କ ସହ ବିଜେଡିରେ ଯୋଗ ଦେଇଛନ୍ତି । ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟଙ୍କ ନେତୃତ୍ୱରେ ଦଳରେ ସାମିଲ ହୋଇଛନ୍ତି । ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବ ହୋଇଛି ।…

ସୋଆ ଏନ୍ଏସ୍ଏସ୍ ପକ୍ଷରୁ ଜାତୀୟ ଶିକ୍ଷାନୀତି ସମ୍ପର୍କିତ ୱେବିନାର

ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସି) ଏନ୍ଏସ୍ଏସ୍ ଶାଖା ପକ୍ଷରୁ ଜାତୀୟ ଶିକ୍ଷା ନୀତି -୨୦୨୦ ଶୀର୍ଷକ ଏକ ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଏହି ୱେବିନାର୍ରେ ସୋଆ କୁଳପତି ପ୍ରଫେସର ଡଃ ଅଶୋକ କୁମାର ମହାପାତ୍ର ସାମଗି୍ରକ ଓ ସନ୍ତୁଳିତ ସ୍ୱାସ୍ଥ୍ୟ ଜାତୀୟ ଶିକ୍ଷୀ…

୪ ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର() ବଙ୍ଗୋପସାଗରରେ ସକ୍ରିୟ ଅବପାତ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ରୂପ ନେବ । ଗଭୀର ଅବପାତରେ ପରିଣତ ହୋଇ ଉତ୍ତର –ଉତ୍ତରପୂର୍ବରେ ଗତି କରିବ । ସାଗର ଦ୍ବୀପପୁଞ୍ଜ ଓ ବାଂଲାଦେଶ ଖେପୁପଡା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ…

ଅବପାତର ରୂପ ନେଲା ଲଘୁଚାପ, ଆସନ୍ତାକାଲି ସ୍ଥଳଭାଗ ଛୁଇଁବା ସମ୍ଭାବନା

ଭୁବନେଶ୍ୱର()  ବଙ୍ଗୋପସାଗରରେ ସକ୍ରିୟ ଅବପାତ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ରୂପ ନେବ ।  ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ଉତ୍ତର ପୂର୍ବରେ ଗତି କରିବ ।  ଆସନ୍ତାକାଲି ଅର୍ଥାତ ୨୩ ତାରିଖ ଅପରାହ୍ଣରେ ଗଭୀର ଅବପାତ ସ୍ଥଳଭାଗ…

ବିଜେପି ଇସ୍ତାହାରରେ କରୋନା ଟିକା

ପାଟଣା() ବିହାରରେ ନିର୍ବାଚନୀ ଇସ୍ତାହାର ଜାରି କରିଛି ବିଜେପି ନିର୍ବାଚନ ଇସ୍ତାହାରରେ ପ୍ରଥମ ପ୍ରତିଶ୍ରୁତି ରହିଛି କରୋନା ଟିକା। ବିହାରର ପ୍ରତି ଲୋକଙ୍କୁ ମାଗଣାରେ ମିଳିବ କରୋନା ଟିକା। ଇସ୍ତାହାର ଜାରି କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହା ସହ ଇସ୍ତାହାରରେ…

ସୁନା କି ଚାନ୍ଦି ନୁହେଁ, ଝଲସିବ ଜରି ମେଢ଼

କଟକ() ମା’ଙ୍କ ଗହଣାଠୁ ନେଇ ସାଜସଜ୍ଜା । ସବୁଥିରେ ଜରି, ସୋଲ କାରୁକାର୍ୟ୍ୟ ଦେଖିବାକୁ ମିଳିବ । ଦୂରରୁ ଦେଖିଲେ ଏହା ସୁନା, ରୁପା ଅଳଙ୍କାରର ଭ୍ରମ ସୃଷ୍ଟି କରିବ । କରୋନା କଟକଣା କାରଣରୁ ପ୍ରାୟ ସବୁ ମଣ୍ଡପରେ ମା’ଙ୍କ ପ୍ରତିମା ସୁନା, ରୁପା ଅଳଙ୍କାର ବଦଳରେ ପିନ୍ଧିବେ ମାଟି, ଜରିର…

ଛତର ଯାତ୍ରା ପାଇଁ ଗାଇଡ୍‌ଲାଇନ୍‌ ଜାରି

ଭବାନୀପଟଣା()  କଳାହାଣ୍ଡି ଜିଲା ଭବାନୀପାଟଣାରର ଅଧିଷ୍ଠାତ୍ରୀ ଦେବା ମା' ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ୨୪ ତାରଖ କରାଯିବ । ଜନଗହଳିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ କରୋନା ପାଇଁ ଏହି ଯାତ୍ରା ଉପରେ ୧୪୪ ଧାରା ଲାଗୁ କରାଯାଇଛି । ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗାଇଡ଼ଲାଇନ ଜାରି…

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ, କୌଣସି ଛାତ୍ରଛାତ୍ରୀଙ୍କୁ ମିଳିନି ଏ-୧ ଗ୍ରେଡ

ଭୁବନେଶ୍ୱର() ଗୁରୁବାର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି ।  ସପ୍ଲିମେଣ୍ଟାରୀରେ ମୋଟ ୧୫, ୨୪୪ ଛାତ୍ରଛାତ୍ରୀ ପାସ କରିଛନ୍ତି । ତେବେ ସବୁଠୁ ବଡ଼ କଥା ହେଲା ଯେ,  ସପ୍ଲିମେଣ୍ଟାରୀ ପରୀକ୍ଷାରେ କୌଣସି ଛାତ୍ରଛାତ୍ରୀଙ୍କୁ ଏ-୧ ଗ୍ରେଡ ମିଳିନାହିଁ । ତେବେ ଏ-୨ ଗ୍ରେଡରେ…

ଅର୍ଥନୈତିକ କାର୍ଯ୍ୟକ୍ରମ ତ୍ବରାନ୍ବିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର()  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗତକାଲି ତଥା ବୁଧବାର ଦିନ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରି କହିଛନ୍ତି ଯେ ରାଜ୍ୟର ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ପ୍ରଶାସନ ଓ କୋଭିଡ ଯୋଦ୍ଧା ମାନଙ୍କ କଠିନ ପରିଶ୍ରମ ଯୋଗୁ ଏବଂ ସମସ୍ତ ସଂପୃକ୍ତ…