Odia News Portal
Yearly Archives

2020

ପ୍ରୀତିରଞ୍ଜନ ଘଡାଇଙ୍କୁ କରୋନା

ଯାଜପୁର()  ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଯାଜପୁର ଜିଲ୍ଲା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ପ୍ରୀତିରଞ୍ଜନ ଘଡାଇ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି । ସେ ଟ୍ୱିଟରେ ଲେଖିଛନ୍ତି ଯେ, ‘କରୋନାର କୌଣସି…

ଦାଦାବଟି ରୋକିବାକୁ ହେଲ୍ପ ଲାଇନ୍ ନମ୍ବର ଜାରି

ଭୁବନେଶ୍ୱର()  ଟ୍ୱିନସିଟିରେ ‘ଦାଦାବଟିକୁନା’ କାର୍ଯ୍ୟକ୍ରମ ଜୋରସୋରରେ ଆରମ୍ଭ ହୋଇଛି । ଏନେଇ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ହେଲ୍ପ ଲାଇନ୍ ନମ୍ବର ଜାରି କରିଛନ୍ତି ପୋଲିସ ଡିଜି ଅଭୟ । ଦାଦାବଟି ବିରୋଧରେ ଅଭିଯାନ ପାଇଁ ଏହି ନମ୍ବରକୁ ଜାରି କରାଯାଇଛି । ଜାରି କରାଯାଇଥିବା ନମ୍ବର…

ଏଣିକି ଶ୍ରୀମନ୍ଦିରରେ ଭକ୍ତ ପାଇପାରିବେ ମହାପ୍ରସାଦ

ପୁରୀ() କରୋନା ସଙ୍କଟ ମଧ୍ୟରେ ଭକ୍ତମାନଙ୍କ ପାଇଁ ଆସିଛି ଖୁସି ଖବର । ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତ ପାଇପାରିବେ ମହାପ୍ରସାଦ । ଆଜି ମହାପ୍ରସାଦ ଉପରେ ଥିବା ସମସ୍ତ କଟକଣାକୁ ହଟାଯାଇଛି । ଏନେଇଚ ସୁଆର ମହାସୁଆର ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ ସୂଚନା ଦେଇଛନ୍ତି । ବରାଦି ମହାପ୍ରସାଦ…

ଦୁର୍ଗାପୂଜା ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ

କଟକ()  କଟକ ଦୁର୍ଗାପୂଜା ପାଇଁ କମିଶନରେଟ୍‌ ପୋଲିସ୍‌ ପ୍ରସ୍ତୁତି ଆରମ୍ଭ କରିଛି । ସୁରକ୍ଷା ପାଇଁ ସହରରେ ମୂତୟନ ହେବେ ୩୦ ପ୍ଲାଟୁନ୍‌ ପୋଲିସ୍‌ । ୧୦୦ ଜଣ ପୋଲିସ୍‌ ଅଧିକାରୀ ମଧ୍ୟ ଦାୟିତ୍ବରେ ରହିବେ । ସେହିପରି ମୂର୍ତ୍ତି ବିସର୍ଜନ ପାଇଁ ସହରର ୧୪ଟି ସ୍ଥାନ ଚିହ୍ନଟ ହୋଇଛି ।…

୨୩ରେ ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର

ବାଲେଶ୍ୱର() ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ନେଇ ପ୍ରସ୍ତୁତି ଜୋରାଦାର ଚାଲିଛି । ଏନେଇ୨୨ ତାରିଖରୁ ପ୍ରଚାର ମଇଦାନକୁ ଓହ୍ଲାଇବେ ହେଭିୱେଟ ନେତା । ଉପନିର୍ବାଚନ ନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘୨୩ରେ ତିର୍ତ୍ତୋଲ ଓ…

ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ

ଭୁବନେଶ୍ୱର()  ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ ହୋଇଛି। ଆଜି କଟକ ସଦଗୁରୁ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ବର୍ଷ ବୟସ ହୋଇଥିଲା। ପରଲୋକ ନେଇ ସୂଚନା ଦେଇଛନ୍ତି ଗୁରୁପଦଙ୍କ ପୁଅ ରୋମିଓ ନନ୍ଦ।…

ଡିଆରଡିଓକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେସନ୍ (ଡିଆରଡିଓ)କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଷ୍ଟାଣ୍ଡ ଅଫ୍ ଆଣ୍ଟି ଟ୍ୟାଙ୍କ ମିସାଇଲ (SANT))ର ସଫଳ ଉତକ୍ଷେପଣ ଲାଗି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ୱିଟ୍ ଯୋଗେ ଡିଆରଡିଓକୁ…

ସାନିଟାଇଜ୍ ହେଲା ସ୍ୱର୍ଗଦ୍ୱାର

ପୁରୀ() କଟକଣା ହଟିବା ପରେ ଆଜି ପୁରୀ ସ୍ୱର୍ଗଦ୍ୱାର ସାନିଟାଇଜ୍ ହୋଇଛି । ଏବେ ସ୍ୱର୍ଗଦ୍ୱାରରେ ଅନ୍ୟ ଜିଲ୍ଲାର ଲୋକଙ୍କ ଶେଷକୃତ୍ୟ ହୋଇପାରିବ । କିନ୍ତୁ କୋଭିଡରେ ମୃତ୍ୟୁ ହେଲେ ଶବଦାହ ପାଇଁ ଅନୁମତି ମିଳିବ ନାହିଁ । ଏହି ପ୍ରସଙ୍ଗରେ ଜିଲ୍ଲାପାଳ କହିଛନ୍ତି ଯେ, ‘ବାହାର ଜିଲ୍ଲା ଲୋକଙ୍କ…

ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୟୂରଭଞ୍ଜରୁ ୪

ଭୁବନେଶ୍ବର()  ରାଜ୍ୟରେ ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ ୪ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆପଡାରୁ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ…

ଆଜି ଆଉ ୧୯୦୪ ପଜିଟିଭ , ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୨ ହଜାର ପାର

ଭୁବନେଶ୍ୱର() ଆଜି ରାଜ୍ୟରୁ ୧୯୦୪ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୫ ଜଣ କ୍ୱାରେଣ୍ଟିନରୁ ଏବଂ ୭୮୯ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ବ୍ୟତିତ ଅନୁଗୁଳ…