ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳିଲେ ବିଜୁ ଯୁବ ଜନତା ଦଳ
ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳିଲେ ବିଜୁ ଯୁବ ଜନତା ଦଳ । ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଅବସରରେ ବିଜେଡି ରାଜ୍ୟ କାର୍ୟ୍ୟାଳୟରେ ବିଜୁ ଯୁବ ଜନତା ଦଳ ଓ ଓଡିଶା ମୋ ପରିବାର ପକ୍ଷରୁ ଜୀବନ ବିନ୍ଦୁ କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି । ଏହାସହ ମାଷ୍ଟର…
