ଏହିସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର() ଆସନ୍ତା ୧୯ ତାରିଖ ଦିନ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।…
