Odia News Portal
Yearly Archives

2020

କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର ଅସୁସ୍ଥ

ଭୁବନେଶ୍ୱର: କଂଗ୍ରେସର ବରିଷ୍ଠ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଅସୁସ୍ଥ । ଆନ୍ଦୋଳନ ସମୟରେ ଅସୁସ୍ଥ ହୋଇପଡିଥିଲେ ନରସିଂହ ମିଶ୍ର । ସେଠାରୁ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି | ସୂଚନାନୁସାରେ , ଆଜି କଂଗ୍ରେସର ୧୩୬ ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟରେ

ରାଜ୍ୟରେ ଆଉ ୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା

ରାଜ୍ୟରେ ଆଉ ୨୩୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୭୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ରାଜ୍ୟରେ କମିଛି ଅପରାଧ: ଡିଜିପି

ଭୁବନେଶ୍ୱର: ୬୨ତମ ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସମ୍ମିଳନୀକୁ ପୋଲିସ ଡିଜି ଅଭୟ ଗତକାଲି ଉଦଘାଟନ କରିଥିଲେ । ଏହି ଅବସରରେ ସମ୍ମିଳନୀକୁ ସମ୍ବୋଧନ କରି ସେ କହିଛନ୍ତି ଯେ, ୨୦୨୦ରେ ପୋଲିସ ବାହିନୀ ଭଲ ଭାବେ କରୋନା ମୁକାବିଲା କରିଛି। କରୋନା ସହ ଲଢ଼େଇରେ ୪୭ ଜଣ କର୍ମଚାରୀ ପ୍ରାଣ ହରାଇଛନ୍ତି

ଭିଜିଲାନ୍ସ ଜାଲରେ କୋଟିପତି ପିଇଓ

ଭବାନୀପାଟଣାର: ଭିଜିଲାନ୍ସ ଜାଲରେ ଭବାନୀପାଟଣାର କୋଟିପତି ପିଇଓ । ଆର୍ୟବହିଭୁତ ସମ୍ପତି ଠୁଳ ଅଭିଯୋଗରେ ବାଲେଶ୍ୱର ନାଏକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଏହି ଚଢାଉ କରିଥିବା ଜଣାପଡିଛି । ଭବାନୀପାଟଣା ଗୋଦାମପଡା

ଆସନ୍ତା ୩ ତାରିଖରେ ଖୋଲିବ ମା ସମଲେଶ୍ୱରୀଙ୍କ ମନ୍ଦିର

ସମ୍ବଲପୁର: ଆସନ୍ତା ଜାନୁଆରୀ ୩ ତାରିଖରେ ଖୋଲିବାକୁ ଯାଉଛି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କ ମନ୍ଦିର । ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଏସଓପି ଜାରି କରାଯାଇଛି ।ଏସଓପି ଅନୁଯାୟୀ ମନ୍ଦିର ଖୋଲିବାର ପ୍ରଥମ ୫ ଦିନ ସମ୍ବଲପୁରବାସୀ ମା’ଙ୍କ ଦର୍ଶନ କରି

ଆଜିଠୁ ଖୋଲିଲା ଭଦ୍ରକ ଆଖଣ୍ଡଳମଣି ମନ୍ଦିର

ଭଦ୍ରକ: ଦୀର୍ଘ ୯ ମାସର ଅପେକ୍ଷା ପରେ ଭକ୍ତଙ୍କ ପାଇଁ ଖୋଲିଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର | ତେବେ କରୋନା କଟକଣା ମଧ୍ୟରେ ବାବାଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ପୂର୍ବରୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଖୋଲିବା ପରେ ଆଜି ଖୋଲିଛି ଭଦ୍ରକ ଆରଡିର ବାବା

ରେଳଧାରଣା ପାରି ହେଉଥିବା ବେଳେ ଅଘଟଣ

ଝାରସୁଗୁଡ଼ା: ଝାରସୁଗୁଡ଼ା ଲଇକେରା ଥାନା ବାଗଡିହି ରେଳ ଷ୍ଟେସନର ୪ ନମ୍ବର ପ୍ଲାଟଫର୍ମରେ ଘଟିଛି ଅଘଟଣ। ରେଳଧାରଣା ପାରି ହେଉଥିବାବେଳେ ଟ୍ରେନ୍ ଚଢିଯାଇ ଜଣକ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ୩ଜଣ ଟ୍ରେନରେ ଘରୁ ଯିବା ପାଇଁ ୪ନଂ ପ୍ଲାଟଫର୍ମରୁ ୧ନଂ

ଜେଲ ଭିତରେ କଏଦୀଙ୍କ ଆତ୍ମହତ୍ୟା

ମାଲକାନଗିରି : ଜେଲ ଭିତରେ କଏଦୀ ମୃତ| ମାଲକାନଗିରି ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା କାରାଗାରରେ ଜଣେ କଏଦୀ ଆତ୍ମହତ୍ୟା କରିଛନ୍ତି । ଧାରୁଆ ଅସ୍ତ୍ରରେ ନିଜ ବେକକୁ ନିଜେ କାଟି ଆତ୍ମହତ୍ୟା କରିଛନ୍ତି । କଏଦୀ ଜଣଙ୍କ ହେଉଛି ଦାନୁ ଗୋଲୋରୀ | ମୃତ କଏଦୀଙ୍କ ଘର ମାଲକାନଗିରି ଜିଲ୍ଲା

ମେଲବର୍ଣ୍ଣରେ ରାହାଣେଙ୍କ ଦମଦାର ଶତକ

ମେଲବର୍ଣ୍ଣରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବକ୍ସିଂ ଡେ ଟେଷ୍ଚର ପ୍ରଥମ ଇନିଂସରେ ଅଧିନାୟକ ଆଜିଙ୍କ୍ୟ ରାହାଣେ ଆକର୍ଷଣୀୟ ଶତକ । ସେ ତାଙ୍କ ଟେଷ୍ଟ କ୍ୟାରିଅରରେ ୧୨ତମ ଶତକ ଲଗାଇଛନ୍ତି । ସେ ଆକର୍ଷଣୀୟ ବ୍ୟାଟିଂ କରି ଶତକ ଅର୍ଜନ କରିଥିଲେ । ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୯୫