Odia News Portal
Yearly Archives

2020

ପୁଣି କରୋନା ପରାସ୍ତ: ୮୬ ବର୍ଷିୟା ମହିଳା ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ

ଭୁବନେଶ୍ୱର()  ଜଣେ ୮୬ ବର୍ଷିୟା ମହିଳା କରୋନା ସଂକ୍ରମଣରୁ ସୁସ୍ଥ ହୋଇ ପୁଣି ଥରେ ଭୟର ବାତାବରଣ ଭିତରେ ଆଶ। ସଂଚାର କରିଛନ୍ତି । ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୟୋଜ୍ୟେଷ୍ଠା ମହିଳା ସତ୍ୟଭାମା ଦାସ । କରୋନା ସଂକ୍ରମିତ ହେବା ପରେ ଗତ ସେପ୍ଟେମ୍ବର ୨୯ ତାରିଖରେ…

ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ

ନୂଆଦିଲ୍ଲୀ() ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲରେ ଥିବା ଆରଜେଡି ସଭାପତି ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି । ଚାଇବାସା କୋଷାଗାର ମାମଲାରେ ତାଙ୍କୁ ଜାମିନ ମିଳିଛି। ଝାଡଖଣ୍ଡ ହାଇକୋର୍ଟ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଏପର୍ୟ୍ୟନ୍ତ ଗୋଖାଦ୍ୟ ଦୁର୍ନୀତି ସହ ଜଡିତ…

ପିୟୂଷ ଗୋୟଲଙ୍କୁ ପାଶଓ୍ବାନଙ୍କ ଦାୟିତ୍ବ

ନୂଆଦିଲ୍ଲୀ() ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରାମ ବିଳାସ ପାଶଓ୍ବାନଙ୍କ ପରଲୋକ ହୋଇଛି । ତାଙ୍କ ଦେହାନ୍ତ ପରେ ରେଳମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଏହି ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ପିୟୂଷ ଗୋୟଲଙ୍କୁ ଏହି…

ଶାନ୍ତି କ୍ଷେତ୍ରରେ ନୋବେଲ ପୁରସ୍କାର

ନରଓ୍ବେ() ଶାନ୍ତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା। ନରଓ୍ବେର ନୋବେଲ କମିଟି ଶୁକ୍ରବାର ଚଳିତ ବର୍ଷର ନୋବେଲ ଶାନ୍ତି ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରିଛନ୍ତି। ଚଳିତ ବର୍ଷ ନୋବେଲ ଶାନ୍ତି ପୁରସ୍କାର ଓ୍ବାର୍ଲ୍ଡ ଫୁଡ୍ ପ୍ରୋଗ୍ରାମକୁ ଦେଇଛନ୍ତି। ନୋବେଲ ଶାନ୍ତି ପୁରସ୍କାରରେ ଏହା…

୧୨ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର() ଆସନ୍ତା ୧୨ ତାରିଖରୁ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା। ୧୨ ତାରିଖରୁ ୨୨ ତାରିଖ ମଧ୍ୟରେବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ହେବ ପରୀକ୍ଷା। ୨୬ଟି ପରୀକ୍ଷା କେନ୍ଦ୍ରରେ ୬୨ ହଜାର ୧୮୯ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତେବେ ୭ ନଭେମ୍ବରରେ ପ୍ରକାଶ ପାଇବ ମେରିଟ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଉପନିର୍ବାଚନ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର()  କୋଭିଡ଼ ସମୟରେ ବିଧାନସଭା ଉପନିର୍ବାଚନ ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ଏସ କେ ଲୋହାନୀ । ସେ କହିଛନ୍ତି ଯେ, ‘ଆମେ କୋଭିଡ୍ ସେଫ୍ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛୁ । ନାମାଙ୍କନ ଦାଖଲ ବେଳେ ପ୍ରାର୍ଥୀଙ୍କ ସହ ଆଉ ୨ ଜଣ…

ଆଜି ଆଉ ୧୭ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର()  ଆଜି ରାଜ୍ୟରେ ୨୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି  । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା  ୯୯୧କୁ ବୃଦ୍ଧି ପାଇଛି  । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  । ତେବେ ଆଜି…

ଆଜି ୨୬୯୭ ପଜିଟିଭ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର() ରାଜ୍ୟରେ ଆଜି ୨ହଜାର ୬୯୭କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୫୭୬ଜଣ ଚିହ୍ନଟ ହୋଇଥିବାବେଳେ ୧୧୨୧ଟି ଲୋକାଲ କେସ୍‌ ରହିଛି ।…

ପୂର୍ବତନ ପୋଲିସ ଡିଜିପି ଜନ୍ ନାୟକଙ୍କ ପରଲୋକ

ଭୁବନେଶ୍ୱର() ପୂର୍ବତନ ପୋଲିସ ଡିଜିପି ଜନ୍ ନାୟକଙ୍କର ପରଲୋକ ଘଟିଛି । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅଭୟ । ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଥିବା ଡିଜିପି ସୂଚନା ଦେଇଛନ୍ତି । ତେବେ କରୋନା ସଂକ୍ରମଣରେ ଥିବା ଜନ୍ ନାୟକ ୧୯୬୫ ବ୍ୟାଚର ଆଇପିଏସ୍…

ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର() ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ବାଜିଲା ନିର୍ବାଚନ ବିଗୁଲ୍ । ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଅକ୍ଟୋବର ୧୬ ଯାଏ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯…