୧୧ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର () ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି । ଅକ୍ଟୋବର ୯ରେ ଏକ ଲଘୁଚାପରେ ପରିଣତ ହେବା ସହ ୧୦ ତାରିଖରେ ଅବପାତ ରୂପ ନେବା ପ୍ରଭାବରେ ୧୧ ତାରିଖଠାରୁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶାରେ…
