ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର()ଭୁବନେଶ୍ୱର ସ୍ଥିତ ଗଭର୍ଣ୍ଣର ହାଉସ ନିକଟରେ ଥିବା ପେଟ୍ରୋଲ ପମ୍ପରେ ନିଆଁ ଲାଗି ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ…
