Odia News Portal
Yearly Archives

2020

କରୋନାରେ ଆଉ ୧୬ ଜଣଙ୍କର ମୃତ୍ୟୁ, ବାଲେଶ୍ୱରରୁ ସର୍ବାଧିକ

ଭୁବନେଶ୍ବର() ଆଜି ରାଜ୍ୟରେ ୨୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି…

ପୂର୍ବତନ ସାଂସଦ ଡ. କାର୍ତ୍ତିକେଶ୍ବର ପାତ୍ରଙ୍କ ପରଲୋକ

ଭୋଗରାଇ () ବାଲେଶ୍ବରର ପୂର୍ବତନ ସାଂସଦ ତଥା ଭୋଗରାଇ ପୂର୍ବତନ ବିଧାୟକ ତଥା ସୁଲେଖକ ଡ. କାର୍ତ୍ତିକେଶ୍ବର ପାତ୍ରଙ୍କ ପରଲୋକ ହୋଇଛି । ଅସୁସ୍ଥତା ଯୋଗୁଁ ଚିକିତ୍ସା ପାଇଁ ତାଙ୍କୁ ଆମ୍ବୁଲାନ୍ସରେ ଭୁବନେଶ୍ବର ନିଆ ଯାଉଥିବାବେଳେ ରାତି ୧୨ଟା ୪୦ ମିନିଟରେ ଭଦ୍ରକ ନିକଟରେ ସେ ଶେଷ ନିଶ୍ବାସ…

ଆଜି ଆଉ ୨୬୭୩ ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୩୮ ହଜାର ପାର

ଭୁବନେଶ୍ବର() ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୨୬୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୫୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୧୧୯ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୩୮ ହଜାର ୦୦୩ କୁ…

କୋଲ ସ୍କାମରେ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର()କୋଇଲା ଦୁର୍ନୀତିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ପ୍ରଥମ ମନ୍ତ୍ରୀ ଭାବେ କୋଇଲା ଦୁର୍ନୀତିରେ ଦିଲ୍ଲୀପ ରାୟ ଦୋଷୀ ହୋଇଛନ୍ତି । ଦୋଷୀ ସାବ୍ୟସ୍ତ କରିଛନ୍ତି ସ୍ପେଶାଲ କୋର୍ଟ ଜଜ ପରାଶର । ଅକ୍ଟୋବର ୧୪ରେ ସ୍ୱତନ୍ତ୍ର କୋର୍ଟରେ ଦଣ୍ଡାଦେଶ…

ଆସୁଛି ଆଉ ଏକ ବାତ୍ୟା !

ଭୁବନେଶ୍ୱର () ଲଘୁଚାପ ବର୍ଷା ଏଯାଏଁ ଛାଡିନି, ଆଣ୍ଡାମାନ ସାଗରରେ ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ । ଏହା ଘନୀଭୂତ ହେଲେ ଅକ୍ଟୋବର ଦ୍ବିତୀୟ ସପ୍ତାହ ବେଳକୁ ସାମୁଦ୍ରିକ ବାତ୍ୟାର ରୂପ ନେଇପାରେ । ଓଡ଼ିଶା ଉପରେ ଏହାର କଣ ପ୍ରଭାବ ରହିବ ତାହା ଏଯାଏ ସ୍ପଷ୍ଟ ହୋଇନାହିଁ । ବାତ୍ୟା ପାଇଁ…

ୱାର୍ଡ ନଂ – ୧୦ ରେ ରକ୍ତଦାନ ଶିବିର : ୭୪ ୟୁନିଟ୍ ରକ୍ତ ସଂଗୃହୀତ

ଭୁବନେଶ୍ୱର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ " ରକ୍ତ ଅଭାବରୁ ଜୀବନ ହାନି ନ ହେଉ" ସଂକଳ୍ପକୁ ସଫଳ କରିବା ଉଦ୍ଦେଶ୍ୟରେ ଆଜି ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ ନମ୍ବର -୧୦ ମଞ୍ଚେଶ୍ଵର ଶିଳ୍ପାଞ୍ଚଳ ଜଗନ୍ନାଥ ଲେପୋର୍ଶୀ କଲୋନୀ କମ୍ୟୁନିଟି ହଲ୍…

୧୩ ଜିଲ୍ଲାକୁ ସତର୍କ ସୂଚନା, ପ୍ରବଳ ବର୍ଷିବ

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ପ୍ରଭାବରେ ଆଜି ଓ କାଲି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡିକ ହେଲା-…

ଫାଭିପିରାଭିର ଭୂତାଣୁର ସଂଖ୍ୟା ଓ ଭୂତାଣୁ ପ୍ରଭାବ କମାଇ ଥାଏ

ଭୁବନେଶ୍ୱର() ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି । କରୋନା ଚିକିତ୍ସା ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଏସସିବି ମେଡିସିନ ବିଭାଗ ମୁଖ୍ୟ ଡାକ୍ତର ଜୟନ୍ତ ପଣ୍ଡା କହିଛନ୍ତି ଯେ, ‘ ହୋମ୍ ଆଇସୋଲେସନରେ ରହୁଥିବା ଲୋକଙ୍କୁ…

ଯୁଦ୍ଧ ପାଇଁ ଆମେ ପ୍ରସ୍ତୁତ ଅଛୁ

ନୂଆଦିଲ୍ଲୀ() ଲଦ୍ଦାଖରେ ଚୀନ୍ ସହ ଚାଲିଥିବା ତିକ୍ତତା ମଧ୍ୟରେ ମୁହଁ ଖୋଲିଛନ୍ତି ଭାରତୀୟ ବାୟୁସେନା ମୁଖ୍ୟ ରାକେଶ କୁମାର ସିଂ ଭଦଉରିୟା । ସେ କହିଛନ୍ତି କି, ଚୀନ ସହ ସବୁ ପରିସ୍ଥିତିରେ ଆମେ ସାମ୍ନା କରିବାକୁ ପ୍ରସ୍ତୁତ ଅଛୁ । ଆମେ ଏବେ ଭଲ ସ୍ଥିତିରେ ରହିଛୁ । ତେଣୁ ଯୁଦ୍ଧ ପାଇଁ ମଧ୍ୟ…

ଭୁବନେଶ୍ୱରରୁ ଆଉ ୩୧୯ ପଜିଟିଭ, ୨୨୭ ଲୋକାଲ କେସ

ଭୁବନେଶ୍ୱର() ଆଜି ବି ଭୁବନେଶ୍ୱରରୁ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୨ ଓ ସ୍ଥାନୀୟ ଅଞ୍ଚଳରୁ ୨୨୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୩ ହଜାର ୫୪୯ କୁ…