Odia News Portal
Monthly Archives

January 2021

୧୨ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

ଭଦ୍ରକ: ୧୨ କିଲୋଗ୍ରାମ ଗଞ୍ଜେଇ ସମେତ ୧ ଲକ୍ଷ ୭ ହଜାର ଟଙ୍କା ଜବତ | ଜିଲ୍ଲାପାଳ ଜ୍ଞାନ ଦାସ, ଜିଲ୍ଲା ଅବକାରୀ ଅଧିକ୍ଷକ ଗୌତମ ସାହୁଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଣୀତାଲ ବଜ଼ାର ନିକଟରେ ଥିବା

ସମ୍ବିତଙ୍କ ବିରୋଧରେ ମାନହାନି ମୋକଦ୍ଦମା

କଟକ: ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡ. ସମ୍ବିତ ପାତ୍ରଙ୍କ ବିରୋଧରେ ମାନହାନି ମୋକଦ୍ଦମା । ପରୀ ମାମଲାରେ ଅରୁଚିକର ବୟାନ ଆରୋପର ପ୍ରତିବାଦ କରି ମାମଲା ଦାୟର କଲେ କଂଗ୍ରେସ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ୍ । ପରୀ ହତ୍ୟା ଘଟଣାକୁ ନେଇ ଗତ ନଭେମ୍ବର ୩୦ ତାରିଖରେ ସମ୍ବିତ ପାତ୍ର

ମଧ୍ୟସ୍ଥତା କେନ୍ଦ୍ରକୁ ଆସିଲେନି ସାଂସଦ ଅନୁଭବ

କଟକ: ଏସଡିଜେଏମ କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରକୁ ଆସିଲେନି ସାଂସଦ । ଏସଡିଜେଏମ କୋର୍ଟରେ ଅନୁଭବ ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ମଧ୍ୟସ୍ଥତା ପାଇଁ କହିଥିଲେ। ମଧ୍ୟସ୍ଥତା ପାଇଁ ଆଜି ଦିନ ଧାର୍ଯ୍ୟ କରିଥିଲେ ଏସଡିଜେଏମ କୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ

ସରକାରଙ୍କୁ ୭୨ ଘଣ୍ଟାର ମହଲତ

ସମ୍ବଲପୁର: ମଣ୍ଡି ସମସ୍ୟାକୁ ନେଇ ବିଜେପିର ୯ ଜଣିଆ ପ୍ରତିନିଧି ଦଳ ଏବଂ ଆରଡିସିଙ୍କ ମଧ୍ୟରେ ଆଲୋଚନା ଶେଷ । ଆରଡିସିଙ୍କ ସହ ସକରାତ୍ମକ ଆଲୋଚନା ହୋଇଥିବା କହିଛନ୍ତି ବରିଷ୍ଠ ବିଜେପି ନେତା ସୁରେଶ ପୂଜାରୀ । ତେବେ ମଣ୍ଡି ସମସ୍ୟାକୁ ନେଇ ନିଷ୍ପତ୍ତି ନେବା ପାଇଁ ଆରଡିସିଙ୍କୁ ୭୨ ଘଣ୍ଟାର

ବିଜେପି କରୁଛି ଡ୍ରାମା: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଥିବା ଧାନ କିଣା ପ୍ରକ୍ରିୟାରେ ଚାଷୀମାନେ ଉପକୃତ ହେଉଥିବାବେଳେ କେତେକ ଦଲାଲଙ୍କ ସହ ହାତ ମିଳାଇ ବିଜେପି ସେମାନଙ୍କ ପାଇଁ ଓକିଲାତି କରୁଛି । ବିଜେପି ନେତାମାନେ ସର୍ବଦା ଦଲାଲମାନଙ୍କ ପାଇଁ ଓକିଲାତି କରୁଥିବା ରାଜ୍ୟବାସୀ ଭଲ ଭାବେ ଜାଣିଛନ୍ତି । ଶୁକ୍ରବାର

ରାଜ୍ୟରେ ଆଉ ୧୫୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ବିଧାୟିକାଙ୍କୁ ଚଲାଇ ଚଲାଇ ନେଲେ ଲୋକେ

ମୟୁରଭଞ୍ଜ: କରଞ୍ଜିଆ ବିଧାୟିକା ବାସନ୍ତି ହେମ୍ବ୍ରମଙ୍କୁ ରାସ୍ତାରେ ଚଲାଇ ଚଲାଇ ନେଲେ ଲୋକେ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବକୁ ନେଇ ରାସ୍ତାରୋକ କରିଥିଲେ ଗ୍ରାମବାସୀ । ଦୁଧିଆଣି ରେଞ୍ଜ ଅଫିସ ଘେରାଉ କରିବା ସହ ୨୨୦ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ।

ଥାନା ସାମ୍ନାରେ ବିଜେପି କର୍ମୀଙ୍କ ହଙ୍ଗାମା

ସମ୍ବଲପୁର: ଚାଷୀ ସମସ୍ୟା ନେଇ ସମ୍ବଲପୁରରେ ବିଜେପି କର୍ମୀ ସମ୍ବଲପୁର ଟାଉନ୍ ଥାନାର ଫାଟକ ଭାଙ୍ଗି ଧସେଇ ପଶିବାରୁ ଘଟଣାସ୍ଥଳରେ ଉତ୍ତେଜନା । ତେବେ ବିଜେପି ମହିଳା କର୍ମୀ ଘଟଣାସ୍ଥଳରେ ଢେଲା ପଥର ମାଡ଼ କରିଛନ୍ତି ।ଏନେଇ ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା ଦେଖାଦେଇଛି |ଏହି ଘଟଣାରେ ପୋଲିସ ଓ

ଅଭିଯୁକ୍ତ ଭାଇଙ୍କୁ ଧରାଇଲା ଭଉଣୀର ଓଢ଼ଣୀ

କରଞ୍ଜିଆ: ପରିତ୍ୟକ୍ତ କୂଅରୁ ଗଳିତ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ | ଘଟଣାର ପର୍ଦ୍ଦାଫାଶ କରିଛି ଯଶୀପୁର ଥାନା ପୋଲିସ । ଗତ ୧୫ ତାରିଖ ଦିନ ଯଶୀପୁର ରରୁଆଁ ରୋଡ଼ ଚୁଟିଆ ପୋଲ ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରୁ ମୃତଦେହ ଉଦ୍ଧାର ହୋଇଥିଲା ।ତେବେ ଝାଡ଼ଖଣ୍ଡରେ ହତ୍ୟା କରିବା ପରେ

ରେଭେନ୍ସାରେ ନୂତନ କୁଳପତି ନିଯୁକ୍ତ

ଭୁବନେଶ୍ୱର: ରେଭେନ୍ସା ବିଶ୍ୱ ବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ । ପ୍ରଫେସର ସଞ୍ଜୟ ନାୟକଙ୍କୁ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ପ୍ରଫେସର ସଞ୍ଜୟ ନାୟକଙ୍କୁ ୪