Odia News Portal
Monthly Archives

January 2021

ସପ୍ତାହକୁ ୩ ଦିନ ହେବ ଟିକାକରଣ

ଭୁବନେଶ୍ୱର: ଏଣିକି ସପ୍ତାହକୁ କେବଳ ୩ ଦିନ ଟିକାଦାନ । ସୋମ, ଗୁରୁ ଏବଂ ଶନିବାର ହେବ ରାଜ୍ୟରେ ଟିକାଦାନ । ଦୈନିକ ଟିକାକରଣରେ ବିଭିନ୍ନ କେନ୍ଦ୍ରରେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ନିୟୋଜିତ ହେବା ସହ ଟିକା ନେଉଥିବାରୁ ସ୍ୱାସ୍ଥ୍ୟସେବା ପ୍ରଭାବତି ହେଉଛି । ସେଥିପାଇଁ ସପ୍ତାହକୁ ୩ ଦିନ

ରାତି ସାରା ଥାନାରେ ରହିଲେ ବିଜେପି ନେତା

ସମ୍ବଲପୁର: ଥାନାରେ କଟିଲା ରାତି । ରାତି ସାରା ଥାନାରେ ରହିଲେ ଏକାଧିକ ବିଜେପି ନେତା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସମ୍ବଲପୁରରେ । ଆରଡିସିଙ୍କୁ ଭେଟିବା ଦାବିରେ ଗୁରୁବାର ଦିନ ୩ଟାରୁ ସମ୍ବଲପୁର ଟାଉନ ଥାନାରେ ଏପର୍ଯ୍ୟନ୍ତ ବସି ରହିଛନ୍ତି ରାଜ୍ୟ ବିଜେପି ସଭାପତି ସମୀର

ସ୍କଚ୍‌ ଆଓ୍ୱାର୍ଡର ସେମିଫାଇନାଲରେ ସୁନ୍ଦରଗଡ଼

ଭୁବନେଶ୍ୱର: ସ୍କଚ୍‌ ଆଓ୍ୱାର୍ଡ ୨୦୨୦ରେ ସୁନ୍ଦରଗଡ଼ | ସ୍କଚ୍‌ ଆଓ୍ୱାର୍ଡ ୨୦୨୦ରେ ରାଜ୍ୟର ଏକମାତ୍ର ଜିଲ୍ଲା ଭାବେ ସୁନ୍ଦରଗଡ଼ ସ୍ଥାନ ପାଇଛି । ଜିଲ୍ଲାର ବିକାଶ କ୍ଷେତ୍ରରେ ବିଭିନ୍ନ ଅଭିନବ କାର୍ଯ୍ୟକ୍ରମ ଲାଗୁ କରି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଖଣିଜ ପ୍ରତିଷ୍ଠାନ

ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ପରୀକ୍ଷାର୍ଥୀ

ଭୁବନେଶ୍ବର: ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ଅଢେଇ ଘଣ୍ଟା ବଦଳରେ ୨ ଘଣ୍ଟା ଅବଧିର ପରୀକ୍ଷା ।କରୋନା ପ୍ରକୋପ ମଧ୍ୟରେ ରାଜ୍ୟରେ ଅନୁଷ୍ଠିତ ହେବ ମାଟ୍ରିକ ପରୀକ୍ଷା । ତେବେ ଛାତ୍ରଛାତ୍ରୀମାନେ ଏଣିକି ନିଜ ସ୍କୁଲରେ ହିଁ ମାଟ୍ରିକ ପରୀକ୍ଷା ଦେବେ । ଏନେଇ ସ୍କୁଲ ଓ

କାହିଁକି ହୁଏ ଅଶ୍ୱତ୍‌ଥ ବୃକ୍ଷର ପୂଜା?ଜାଣନ୍ତୁ ରହସ୍ୟ…..

ଭୁବନେଶ୍ୱର: ହିନ୍ଦୁଧର୍ମ ଅନୁଯାୟୀ ଅଶ୍ୱତଥ ବୃକ୍ଷକୁ ଅତ୍ୟନ୍ତ ପବିତ୍ର ବୃକ୍ଷ କୁହାଯାଏ। ଏହି ବୃକ୍ଷର ପୂଜାର୍ଚ୍ଚନା ନିମନ୍ତେ ମଧ୍ୟ ପରାମର୍ଶ ଦିଆଯାଇଛି। ଭାରତୀୟ ଧର୍ମ ଶାସ୍ତ୍ରରେ ଏହି ବୃକ୍ଷରେ ସବୁ ଦେବାଦେବୀଙ୍କ ନିବାସ ବୋଲି ବର୍ଣ୍ଣନା ରହିଛି। ଏଣୁ ଅଶ୍ୱତଥ ଗଛ ପାଖ ଆଖରେ ଘର କରି

ଆନ୍ତର୍ଜାତୀୟ ମାନର ହେବ କୋଣାର୍କ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି। କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ

ପୂର୍ବତଟ ରେଳପଥକୁ ମନ୍ତ୍ରୀ ଅରୁଣ ସାହୁଙ୍କ ଚିଠି

ନୟାଗଡ଼: ନୟାଗଡ଼କୁ ରେଳ ଚଳାଚଳ କରିବା ପାଇଁ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଡ଼ଃ ଅରୁଣ କୁମାର ସାହୁ ପୂର୍ବତଟ ରେଳପଥକୁ ଚିଠି ଲେଖିଛନ୍ତି । କରୋନା ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସ ଠାରୁ ନୟାଗଡ଼କୁ ରେଳ ଚଳାଚଳ ବନ୍ଦ ରହିଥିଲା। ବର୍ତ୍ତମାନ ପରିସ୍ଥିତି ସ୍ୱାଭାବିକ ହେବା ସହିତ

ସେରମ୍ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ

ପୁଣେ: ଆଜି ପୁଣେସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ‌ରେ ନିଆଁ ଲାଗିଥିଲା। ତେବେ ଏହି ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି | ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବିଭାଗର ପାଖାପାଖି ୧୦ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ୬ ଜଣଙ୍କୁ ଉଦ୍ଧାର କରାଯାଇଥିଲା ।

ସେବାୟତଙ୍କୁ ମାଗଣା ଟିକା ଦେବାକୁ ଅନୁରୋଧ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ମାଗଣା କୋଭିଡ ଟିକା ଦେବାକୁ ଅନୁରୋଧ । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଚିଠି ଲେଖି ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ତେବେ ଏହି ଚିଠିରେ ଶ୍ରୀମନ୍ଦିର ସେବାୟତ ଓ ତାଙ୍କ ପରିବାରକୁ ଟିକା ଦେବା ପାଇଁ ଅନୁରୋଧ କରାଯାଇଛି। ବିନା କୋଭିଡ୍ ନେଗେଟିଭ୍