Odia News Portal
Monthly Archives

January 2021

ମକର ବୁଡ଼କୁ ଯାଇ ଗଣଦୁଷ୍କର୍ମର ଶିକାର

ବାରିପଦା: ମକର ବୁଡ଼ ପକାଇବାକୁ ଯାଇ ଗଣଦୁଷ୍କର୍ମର ଶିକାର ଯୁବତୀ ।ବାରିପଦା ସହରର କାଳିକାପୁର ଅଞ୍ଚଳରେ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ମକର ବୁଡ଼ ନିମନ୍ତେ ଯୁବତୀ ଜଣକ ଆଜି ଭୋରରୁ ଘରୁ ଏକୁଟିଆ ନିକଟସ୍ଥ ନଦୀକୁ ବାହାରିଥିବା ଅବସ୍ଥାରେ ଘଟିଛି ଏହିଭଳି ଜଘନ୍ୟ ଘଟଣା । ଏନେଇ ଟାଉନ

କଳାହାଣ୍ଡି ସମାବେଶକୁ ନେଇ ରାଜନୀତି

ଭୁବନେଶ୍ୱର: କଳାହାଣ୍ଡି ସମାବେଶକୁ ବିରୋଧୀ ଦଳ ନେତାଙ୍କ ବର୍ଜନ । ମୁଖ୍ୟମନ୍ତ୍ରୀ ଅଲଗା ମଞ୍ଚରେ ବସିବାକୁ ବିରୋଧ କରି ସମାବେଶକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ବର୍ଜନ କରିଛନ୍ତି । ପ୍ରଦୀପ୍ତ ନାୟକ କହିଛନ୍ତି, ସାମନ୍ତବାଦ ପ୍ରଥା ଭଳି ମୁଖ୍ୟମନ୍ତ୍ରୀ ଅଲଗା ବସିବାକୁ ସେ ବିରୋଧ

ପଦ୍ମ ଧରିଲେ ଜୀବନ ପ୍ରଦୀପ ଦାସ

ବାଲେଶ୍ୱର: ବିଜେପିରେ ଯୋଗଦେଲେ ଜୀବନ ପ୍ରଦୀପ ଦାସ । କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଉପସ୍ଥିତିରେ ଜୀବନ ପ୍ରଦୀପ ଦାସ ଆଜି ବିଜେପି ଦଳରେ ଯୋଗଦେଇଛନ୍ତି । ବାଲେଶ୍ୱର ଆତିଥ୍ୟ ଭବନରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ସେ ବିଜେପିରେ ମିଶିଛନ୍ତି । ଉପନିର୍ବାଚନ ସମୟରେ ଦଳବିରୋଧୀ

ଟିକାକରଣ ପାଇଁ ଯିବ ଏସ୍ଏମ୍ଏସ୍

ଭୁବନେଶ୍ୱର: ଦିନକ ପରେ ସାରା ଦେଶରେ ଆରମ୍ଭ ହେବ କରୋନା ପାଇଁ ଟିକାକରଣ। ଏଥିପାଇଁ ସବୁଠି ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ। ଓଡ଼ିଶାରେ ମଧ୍ୟ ଟିକାକରଣକୁ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ରାଜ୍ୟରେ ଟିକାକରଣକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ଭୋକର ଭୂଗୋଳ ଆଜି ଭାତହାଣ୍ଡି

କଳାହାଣ୍ଡି: କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି କଳାହାଣ୍ଡିବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ହଜାର ୮୫ କୋଟିରୁ ଅଧିକ ଟଙ୍କାର ୧୦୬ଟି ପ୍ରକଳ୍ପ ଭେଟି ଦେଇଛନ୍ତି । ୧ ହଜାର ୬୫ କୋଟି ଟଙ୍କାର ୫୪ଟି ପ୍ରକଳ୍ପର ଉଦଘାଟନ କରିବା ସହ ୧ ହଜାର ୨୦ କୋଟିର ୫୨ଟି

୧୯ ଛାତ୍ରଛାତ୍ରୀ କରୋନା ସଂକ୍ରମିତ

ଝାରସୁଗୁଡା: ଦୀର୍ଘ ୯ ମାସ ଧରି ସ୍କୁଲ ବନ୍ଦ ରହିବା ପରେ ଗତ ୮ ତାରିଖରୁ ଖୋଲିଥିଲା ସ୍କୁଲ। ହେଲେ ୫ ଦିନର ପାଠପଢ଼ା ମଧ୍ୟରେ ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଳକ୍‌ର ୩ଟି ହାଇସ୍କୁଲରୁ ୧୯ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଥିବା ଖବର ମିଳିଛି । କେଜିପି ସରକାରୀ ହାଇସ୍କୁଲ , ହେମସାଗର

କଳାହାଣ୍ଡିବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

କଳାହାଣ୍ଡି: କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡିରେ ପହଞ୍ଚି ଅପର ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି| କୋଭିଡ ପରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଛି ରାଜ୍ୟ ସରକାରଙ୍କ ଏହି ବଡ