Odia News Portal
Monthly Archives

January 2021

ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଝିଅ ଡି ଭାନୁପ୍ରିୟା ରାଓ ମୁଖାଗ୍ନି ଦେଇଛନ୍ତି । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ କଟକ ଏସ୍‌ସିବିରେ ଶ୍ରୀ ରାଓଙ୍କ ପରଲୋକ

ଓଲଟିଲା ଯାତ୍ରୀବାହୀ ବସ୍‌, ୫ ଆହତ

ଢେଙ୍କାନାଳ: ଓଲଟିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ୫ଜଣ ଆହତ । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରାମିଆଳ ବ୍ରିଜ ନିକଟରେ ଘଟିଛି ଏହି ଅଭାବନୀୟ ଦୁର୍ଘଟଣା । ସୂଚନାନୁଯାୟୀ, ‘ଶ୍ରୀରାମଜୀ’ ନାମକ

ଧବଳେଶ୍ଵର ପୀଠରେ ୧୪୪ ଧାରା

କଟକ: ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି । ଆଜି ପବିତ୍ର ମକର ସଂକ୍ରାନ୍ତିରେ ଭିଡ଼କୁ ନଜରରେ ରଖି କଟକ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି କରାଯାଇଛି । ମକର ସଂକ୍ରାନ୍ତିକୁ କଟକ ଜିଲ୍ଲା ଆଠଗଡର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ବେଶ ଧୁମ୍ ଧାମରେ ପାଳନ କରାଯାଏ । ବିଶ୍ବାସ

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ । କରୋନା ପରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଗସ୍ତ ହୋଇଥିବାରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନିମନ୍ତେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସକାଳ ୯ଟା ୪୫ରେ ନବୀନ

ପବିତ୍ର ମକର ସଂକ୍ରାନ୍ତିର,କ’ଣ ରହିଛି ମାନ୍ୟତା…..

ଆଜି ପବିତ୍ର ମକର ସଂକ୍ରାନ୍ତି ପର୍ବ । ଯାହାକୁ ପ୍ରତିବର୍ଷ ଜାନୁୟାରୀ ମାସରେ ଖୁବ୍ ଧୂମଧାମରେ ପାଳନ କରାଯାଏ । ଇଂଲିସ କ୍ୟାଲେଣ୍ଡର ହିସାବରେ ପ୍ରତିବର୍ଷ ଜାନୁଆରୀ ୧୪ କିମ୍ବା ୧୫ରେ ଆସିଥାଏ ମକର ।ଆଜିର ଦିନରେ ସୂର୍ଯ୍ୟ ଉତ୍ତରାୟଣ ହୋଇଥାନ୍ତି । ଅର୍ଥାତ୍ ପୃଥିବୀର ଉତ୍ତର ଗୋଲାର୍ଦ୍ଧ

କଟକରେ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

ଭୁବନେଶ୍ବର: କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ । ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ମହାନ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଏହି ଘୋଷଣା କରିଛନ୍ତି

ସୁପ୍ରିମକୋର୍ଟରେ ପରୀ ମାମଲା, ସିବିଆଇକୁ ନୋଟିସ୍

ନୟାଗଡ଼: ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ସରକାର ଓ ସିବିଆଇକୁ ନୋଟିସ କଲେ ମାନ୍ୟବର ସୁପ୍ରିମକୋର୍ଟ । ପରୀ ମାଆ ସୌଦାମିନୀଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ନୋଟିସ୍‌ କରିଛନ୍ତି । ଆଜି ପରୀର ମାଆ ନ୍ୟାୟ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଓ ଘଟଣାର