ବ୍ରେନ୍ ମ୍ୟାପିଂ ଟେଷ୍ଟ ପାଇଁ ଅମଙ୍ଗ ସରୋଜ
ନୟାଗଡ଼: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକର ବ୍ରେନ୍ ମ୍ୟାପିଂ ପାଇଁ ଅମଙ୍ଗ | ଆଜି ଏସ୍ଆଇଟିର ବ୍ରେନ୍ ମ୍ୟାପିଂ ଆବେଦନ ଉପରେ ଶୁଣାଣି ହୋଇଥିଲା । ଅଭିଯୁକ୍ତକୁ ଅନୁଗୁଳସ୍ଥିତ ବାଳସୁଧାର ଗୃହରୁ ଅଣାଯାଇ ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡ(ଜେଜେବି)ରେ ହାଜର କରାଯାଇଥିଲା!-->…