Odia News Portal
Monthly Archives

January 2021

ମାହାଙ୍ଗା ମର୍ଡର: ଅଷ୍ଟମ ଅଭିଯୁକ୍ତ ଗିରଫ

କଟକ: ମାହାଙ୍ଗା ଡବଲ୍ ମର୍ଡର ଘଟଣା । ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଯାହାକୁ ମିଶାଇ ମୋଟ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଅନ୍ୟତମ ଅଭିଯୁକ୍ତ ଭିକାରୀ ସ୍ୱାଇଁକୁ ଗିରଫ କରାଯାଇଥିବା ସୂଚନା ରହିଛି । ଗିରଫ ନେଇ କଟକ ଗ୍ରାମାଞ୍ଚଳ ପୋଲିସ ପକ୍ଷରୁ ସୂଚନା

ବାପା ମା ହେଲେ ବିରୁଷ୍କା

ନୂଆଦିଲ୍ଲୀ: ବାପା ହେଲେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି । ଅନୁଷ୍କା ଶର୍ମା ଆଜି ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି । ଅନୁଷ୍କା ଓ ବିରାଟଙ୍କ ଝିଅ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଜନ୍ମ ହୋଇଛି । ଏହାସହ ବାପା, ମା ହୋଇଛନ୍ତି ବିରାଟ ଓ ଅନୁଷ୍କା । ଏ​‌ ନେଇ କୋହଲି ଖୁସି

ଦିଆ ମିର୍ଜାଙ୍କ ପୂର୍ବତନ ମ୍ୟାନେଜର ଗିରଫ୍

ମୁମ୍ବାଇ: ଅଭିନେତ୍ରୀ ଦିଆ ମିର୍ଜାଙ୍କ ପୂର୍ବତନ ମ୍ୟାନେଜରଙ୍କୁ ଏବେ ଏନସିବି ଗିରଫ କରିଛି | ସୂଚନା ଅନୁସାରେ ଶନିବାର ରାତିରେ ଏନସିବି ଚାରି ଜଣଙ୍କୁ ଗିରଫ କରିବା ସହ ବିପୁଳ ପରିମାଣର ଗଞ୍ଜେଇ ମଧ୍ୟ ଜବତ କରିଛି | ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଦିଆ ମିର୍ଜାଙ୍କ ପୂର୍ବତନ ମ୍ୟାନେଜର ଫନିର୍ଚର

ପୋଲ ଭୁଶୁଡ଼ିବା ଘଟଣା: ୩ ଜଣଙ୍କ ନାଁରେ ଏତଲା

ନବରଙ୍ଗପୁର: ଉମରକୋଟ ତାଲାପଦରରେ ନିର୍ମାଣଧୀନ ବିଜୁ ସେତୁ ଭୁଶୁଡିବା ଘଟଣାରେ ଆକ୍ସନ ମୋଡ୍‌ରେ ପ୍ରଶାସନ। ୩ ଜଣଙ୍କ ନାଁରେ ଉମରକୋଟ ଥାନାରେ ଏତଲା ଦାୟର |ଠିକାଦାର,କନିଷ୍ଠ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀଙ୍କ ବିରୋଧରେ ଉମରକୋଟ ଥାନାରେ ଏତଲା ଦିଆଯାଇଛି । ଠିକାଦାର ଆଶିଷ ବିଶ୍ୱାଳ,ଜେଇ ଅସିତ

ହାଜତ ମୃତ୍ୟୁର ସତ୍ୟପାଠ ଦାଖଲ

କଟକ: ପୁରୀ ବାସେଳି ସାହି ଥାନା ପୋଲିସ ହେପାଜତରେ ମୃତ୍ୟୁ ଘଟଣାକୁ ରାଜ୍ୟ ସରକାରଙ୍କ ଅସ୍ୱୀକାର କରିଛନ୍ତି। ପୁରୀ ହାଜତ ମୃତ୍ୟୁ ନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ସତ୍ୟପାଠ ସହ ପୋଷ୍ଟମର୍ଟମ ରିପୋର୍ଟ ଦାଖଲ କରିଛନ୍ତି ରାଜ୍ୟ ସରକାର । ତେବେ ରିପୋର୍ଟରେ ହାଜତ

ଶୋଏବ ମଲ୍ଲିକଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଲାହୋର: ଟେନିସ୍‌ ତାରକା ସାନିଆ ମିର୍ଜାଙ୍କ ସ୍ୱାମୀ ଶୋଏବ ମଲ୍ଲିକଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ସନ୍ଧ୍ୟାରେ ଲାହୋରରେ ସୋଏବଙ୍କ ସ୍ପୋର୍ଟସ୍‌ କାର୍ ରାସ୍ତାରେ ଛିଡା ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା

ସଫଳ ହେଲା ଭାରତ, ସିଡନୀ ଟେଷ୍ଟ୍ ଡ୍ର

ସିଡନୀ: ସିଡନୀ ଟେଷ୍ଟରେ ଭାରତର ଦମଦାର ପ୍ରଦର୍ଶନ । ଖରାପ ସ୍ଥିତିରୁ ବାହାରି ମ୍ୟାଚ ଡ୍ର ରଖିବାରେ ସଫଳ ହୋଇଛି ଭାରତୀୟ ଦଳ । ଆଜି ଶେଷ ଦିନରେ ଅଧିନାୟକ ରାହାଣେ ୪ ରନ କରି ଆଉଟ ହେବା ପରେ ଭାରତୀୟ ଦଳ ଉପରେ ଅଧିକ ଚାପ ପଡିଥିଲା । ଭାରତ ୪୦୭ ବିଶାଳ ଟାର୍ଗେଟର ପିଛା କରୁଥିବା ବେଳେ

କୃଷି ଆଇନ ସ୍ଥଗିତ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିଲ୍ଲୀ ସୀମାରେ ଜାରି ରହିଛି କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ । ଆଜି ସୁପ୍ରିମକୋର୍ଟରେ ଚାଷୀ ଆନ୍ଦୋଳନର ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । କୃଷି ଆଇନ ଅଚଳାବସ୍ଥା ନେଇ କେନ୍ଦ୍ର ସରକାରଙ୍କ ଉପରେ

ଟିକାକରଣର ପୂର୍ବରୁ ରାଜ୍ୟକୁ ଆସିବ ଭ୍ୟାକ୍ସିନ

ଭୁବନେଶ୍ୱର: ଟିକାକରଣର ଦୁଇ ତିନି ଦିନ ପୂର୍ବରୁ ରାଜ୍ୟକୁ ପହଞ୍ଚିପାରେ ଟିକା । ଆସନ୍ତା ୧୬ ତାରିଖରେ ଦେଶରେ ଟିକାକରଣ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା । ତେବେ ଏହା ପୂର୍ବରୁ ରାଜ୍ୟରେ ଟିକା ପହଞ୍ଚିପାରେ ବୋଲି କୁହାଯାଉଛି । ଓଡ଼ିଶାର ୧୬୦ଟି ସ୍ଥାନରେ ଟିକାକରଣ ହେବ । ଦୁଇଟି ଜାଗାରେ ଟୁ

କୋର୍ଟଙ୍କ ନିର୍ଦ୍ଦେଶ ମିଳିବା ପରେ ନିଷ୍ପତ୍ତି

ଭୁବନେଶ୍ୱର: ସ୍କୁଲ ଫି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଏପର୍ଯ୍ୟନ୍ତ ହାଇକୋର୍ଟଙ୍କ ନିର୍ଦ୍ଦେଶ ପହଞ୍ଚି ନାହିଁ । ଯାହା କିଛି ଗଣମାଧ୍ୟମରୁ ଜାଣିବାକୁ ପାଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସି ବିଭାଗରେ ପହଞ୍ଚିବା ପରେ ତର୍ଜମା କରି