Odia News Portal
Monthly Archives

January 2021

ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର: ସମ୍ପତ୍ତିର ତାଲିକା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଥିକ ବର୍ଷ ୨୦୧୯-୨୦୨୦ ପର୍ଯ୍ୟନ୍ତ ଏହି ତାଲିକା ସିଏମଓ ୱେବସାଇଟରେ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ତାଲିକା ଏଥିରେ ରହିଛି । ତଥ୍ୟ ଅନୁସାରେ, ଦିଲ୍ଲୀରେ ନବୀନ

କହୁ କହୁ କହିଦେଲା କ୍ରାଇମ୍ ଷ୍ଟୋରି ….

ଭୁବନେଶ୍ୱର: ୬ ମାସ ତଳର ମର୍ଡର ମିଷ୍ଟ୍ରିର ପର୍ଦ୍ଦାଫାଶ । କହୁ କହୁ ସାଥି ଅନ୍ତେବାସୀଙ୍କ ନିକଟରେ ସତ କହିଦେଇଥିଲା ଅଭିଯୁକ୍ତ । ଜେଲର ଚାରିକାନ୍ଥ ଭିତରେ ନିଜ କଳା କାରନାମାର ପର୍ଦ୍ଦାଫାସ କରିଛି ନୟାପଲ୍ଲୀ ତୁଳସୀ ଦେଈ ହତ୍ୟାକାଣ୍ଡର ଅଭିଯୁକ୍ତ ।ପ୍ରେମିକାକୁ ଖୁସି କରିବାକୁ ଲୁଟ୍ କରି

ଉଡ଼ାଣର ୪ମିନିଟ ପରେ ହଜିଲା ବିମାନ

ଇଣ୍ଡୋନେସିଆ: ଉଡ଼ାଣ କରିବାର ୪ମିନିଟ ପରେ ମଝି ଆକାଶରୁ ହଜିଲା ବିମାନ | ଇଣ୍ଡୋନେସିଆର ଶ୍ରୀୱିଜୟା ବିମାନ ଉଡ଼ାଣ କରିବାର ୪ମିନିଟ ପରେ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି । ଉଡ଼ାଣର ୪ମିନିଟ ପରେ ପାଇଲଟଙ୍କ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ଏବେ ବିମାନକୁ ଖୋଜିବା ଆରମ୍ଭ

ଘରେ ପଶିଲା ସ୍କର୍ପିଓ, ଜଣେ ମୃତ

ନୂଆପଡ଼ା: ଘର ଭିତରେ ପଶିଗଲା ସ୍କର୍ପିଓ । ଘରେ ସ୍କର୍ପିଓ ପଶିଯିବା ଫଳରେ ଘର ଭିତରେ ଥିବା ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ଏହିଭଳି ସାଙ୍ଘାତିକ ଦୁର୍ଘଟଣା ନୂଆପଡ଼ା ଜିଲ୍ଲା ଖଡିଆଳ ଥାନା ଅଞ୍ଚଳରେ ଘଟିଛି । ଖଡିଆଳ-ବୋଡେନ ରାସ୍ତା ପାର୍ଶ୍ୱ

ପୁଣି ଫେରିଲା କଣ୍ଟେନମେଣ୍ଟ କଟକଣା

ଆଠଗଡ଼: ଆଠଗଡ଼କୁ ପୁଣି ଫେରିଲା କଣ୍ଟେନମେଣ୍ଟ କଟକଣା । କଟକ ଜିଲ୍ଲା ଆଠଗଡ଼ ବ୍ଳକ୍‌ ରାଧାକୃଷ୍ଣପୁର ଖଣ୍ଡୁଆଳି ଗାଁରେ ୧୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୬ ଜଣଙ୍କ ମଧ୍ୟରେ ୬ଜଣ ମହିଳା, ୫ଜଣ ପୁରୁଷଙ୍କ ସମେତ ୫ ଛୁଆ ଥିବା ସୂଚନା ମିଳିଛି । ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ

ଜଗା ଦର୍ଶନ ପାଇଁ କାନ୍ଦିଲେ ଲକ୍ଷ୍ମୀ

ପୁରୀ: ଜଗନ୍ନାଥଙ୍କୁ ଟିକେ ଆଖିଭରି ଦେଖିବା ପାଇଁ କାନ୍ଦିଲେ ଲକ୍ଷ୍ମୀ| ଆଜି ଶ୍ରୀମନ୍ଦିର ସମ୍ମୁଖରେ କିଛି ଏପରି କହି କାନ୍ଦୁଥିଲେ ଲକ୍ଷ୍ମୀ | ଦୀର୍ଘ ୯ ମାସ ହେଲା ମୋ କାଳିଆ ଠାକୁରଙ୍କୁ ମୁଁ ଦେଖିପାରିନି। ମୋର ଧନ ରତ୍ନ କିଛି ଦରକାର ନାହିଁ। ଜୀବନର ଶେଷ ସମୟରେ ମୁଁ ଆସି ପହଞ୍ଚିଲିଣି

୧୬ରୁ ଦେଶରେ ଟିକାକରଣ

ନୂଆଦିଲ୍ଲୀ: ଜାନୁଆରୀ ୧୬ରୁ ସାରା ଦେଶରେ ଟିକାକରଣ । ଜାନୁଆରୀ ୧୬ ତାରିଖରୁ ସମଗ୍ର ଦେଶରେ ଟିକାକରଣ ଆରମ୍ଭ ହେବ। ପ୍ରଥମେ ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡିର କରୋନା ଯୋଦ୍ଧାଙ୍କୁ ଦିଆଯିବ ଟିକା । ପ୍ରଥମ ପର୍ଯ୍ୟାୟରେ ଦେଶରେ ପ୍ରାୟ ୩ କୋଟି ଲୋକଙ୍କୁ କରୋନା ଟିକା ଦିଆଯିବାର ଯୋଜନା କରାଯାଇଛି ।

ତାସ୍‌ ଖେଳରୁ ନିର୍ମମ ହତ୍ୟା !

ନୀଳଗିରି: ଝିମିଟି ଖେଳରୁ ମହାଭାରତ । ତାସ୍‌ ଖେଳରୁ ନିର୍ମମ ହତ୍ୟା | ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ତୈଲାସାହି ନିକଟରେ ଘଟିଛି ଏହି ଭଳି ଅଭାବନୀୟ ଘଟଣା । ଏନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ମିତ୍ରପୁର ନିକଟ

ପୋଲିସ ଉପରକୁ ବୋମାମାଡ଼,ଜଣେ ଆହତ

ଆଠଗଡ଼: ପୋଲିସ ଉପରକୁ ବୋମାମାଡ଼। ଜଣେ କନଷ୍ଟେବଲ ଆହତ। ଘଟଣାଟି ଘଟିଛି ଆଠଗଡ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡାଳଭାଗ ଗାଁରେ । ଏହି ଗାଁରେ ଏକ ସିମେଣ୍ଟ କାରଖାନାକୁ ବିଦ୍ୟୁତ୍ ସଂଯୋଗ ନେଇ ଉତ୍ତେଜନା ଦେଖା ଦେଇଛି । ଟାୱାର ଲାଇନ୍ ଟଣା ହେଉଥିବା ବେଳେ ଯେଉଁମାନଙ୍କ ଚାଷ ଜମି ଉପର ଦେଇ ଲାଇନ୍