Sign in
Sign in
Recover your password.
A password will be e-mailed to you.
Monthly Archives
January 2021
କଲେଜରେ ସ୍ଥିତି ଅନୁଧ୍ୟାନ କଲେ ମନ୍ତ୍ରୀ
ଭୁବନେଶ୍ୱର : କରୋନା କଟକଣା ଯୋଗୁ ଦୀର୍ଘ ୯ ମାସ ପରେ ଆଜି ଖୋଲିଛି ସ୍କୁଲ ଓ କଲେଜ | ତେବେ କଲେଜରେ କୋଭିଡ଼ ନିୟମ ପାଳନର ଅନୁଧ୍ୟାନ ନିମନ୍ତେ ବିଜେବି କଲେଜକୁ ପହଞ୍ଚିଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । କଲେଜରେ କୋଭିଡ଼ ନିୟମ ସଠିକ ଭାବେ ପାଳନ କରାଯାଉଛି କି ନାହିଁ ସେ ନେଇ ଟିକିନିଖି!-->…
ରାଜଧାନୀରେ ମିଳିବ ‘ମୋ ଖତ’
ଭୁବନେଶ୍ୱର : ରାଜଧାନୀରେ ମିଳିବ`ମୋ ଖତ’ । ଜୈବିକ ସାର ‘ମୋ ଖତ’ ବିକ୍ରୟର ଶୁଭାରମ୍ଭ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଏହାର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ୱର ମହାମଗର ନିଗମ ଅଞ୍ଚଳ ଓଦା ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ‘ମୋ ଖତ’ | ଭୁବନେଶ୍ୱର ୮ଟି!-->…
ଆଉ ୨ ଜୀବନ ନେଲା ମହାମାରୀ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା!-->…
ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ସରୋଜ ହାଜର
ନୟାଗଡ଼ : ଯଦୁପୁର ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକ ସରୋଜ ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର । ନୟାଗଡ଼ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହେବ ନାର୍କୋ ଟେଷ୍ଟ ଆବେଦନର ଶୁଣାଣି ।ପରୀ ହତ୍ୟା ମାମଲାରେ ଗିରଫ ନାବାଳକ ଅଭିଯୁକ୍ତକୁ ଆଜି ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର କରିଛି!-->…
ରାଜ୍ୟରେ ଆଉ ୨୪୫ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୩୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ!-->…
ରାଜ୍ୟରେ ଟିକାକରଣ ଡ୍ରାଏ ରନ୍
ଭୁବନେଶ୍ୱର : ଦେଶରେ ଖୁବଶୀଘ୍ର ଆରମ୍ଭ ହେବ ଟିକାକରଣ । ତେବେ ତା ପୂର୍ବରୁ ଦେଶର ସବୁ ଜିଲ୍ଲାରେ ଆଜି ପୁଣିଥରେ ଡ୍ରାଏ ରନ ହେବ । ଟିକାକୁ ନେଇ ଗୁଜବ ଉପରେ ବିଶ୍ୱାସ ନକରିବାକୁ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ । ଆଜି ରାଜ୍ୟର ପ୍ରତି ଜିଲ୍ଲାର ୩ଟି ସ୍ଥାନରେ ହେବାକୁ!-->…
ଆଜିିଠାରୁ ଖୋଲିଲା ସ୍କୁଲ
ଭୁବନେଶ୍ୱର : ଦୀର୍ଘ ୯ ମାସ ହେଲା ବନ୍ଦ ରହିଥିବା ସ୍କୁଲ ସବୁ ଆଜିଠୁ ଖୋଲିଛି। ରାଜ୍ୟର ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀ କେବଳ ସ୍କୁଲକୁ ଯିବାକୁ ଅନୁମତି ମିଳିଲା । ଏଥିପାଇଁ ପାନୀୟ ଜଳ, ଶୌଚାଳୟ ପ୍ରସ୍ତୁତ ରଖାଯାଇଥିବା ବେଳେ ପୁରା କ୍ୟାମ୍ପସ୍କୁ ବିଶୋଧନ କରାଯାଇଛି। ସାମାଜିକ!-->…