Odia News Portal
Monthly Archives

January 2021

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଶ୍ରୀମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ ବନକଲାଗି ନୀତି । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବା ବେଳେ ମହାପ୍ରଭୁଙ୍କ ଏହି ଗୁପ୍ତ ସେବା ପ୍ରାୟ ୪ ଘଣ୍ଟା ଧରି ଚାଲିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର

ବୋଥ୍ରାଙ୍କ ନାଁ’ରେ ମାମଲା ହେଉ : ପ୍ରଦୀପ୍ତ

ଭୁବନେଶ୍ୱର: ପରୀ ହତ୍ୟା ମାମଲାରେ ଏସ୍‌ଆଇଟି ଦ୍ୱାରା ଗିରଫ ହୋଇଥିବା ଅଭିଯୁକ୍ତକୁ ପୋକ୍ସୋ କୋର୍ଟରେ ନାବାଳକ ସାବ୍ୟସ୍ତ ହେବା ପରେ ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ଉପରେ ବର୍ଷିଛନ୍ତି ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକ |ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକ ପ୍ରଶ୍ନ ଉଠାଇଛନ୍ତି ଯେ,

ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବାଧ୍ୟତାମୂଳକ ନୁହେଁ ଟିକା

ଭୁବନେଶ୍ୱର: ଆସନ୍ତା ୧୦ ଦିନ ଭିତରେ ରାଜ୍ୟରେ ପହଞ୍ଚିବ ଟିକା । ଏହି ସୂଚନା ଦେଇଛନ୍ତି ଡିଏମଇଟି ନିର୍ଦେଶକ ସିବିକେ ମହାନ୍ତି । ଆଗାମୀ ୧୦ ଦିନ ଭିତରେ ଟିକା ପହଞ୍ଚିବ କ୍ଷଣି ଦିନେ ଦୁଇ ଦିନ ଭିତରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯିବ । ସେଇଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା

ସିଲଭର ସିଟିରୁ ଜବତ ୪୦ କ୍ୱିଣ୍ଟାଲ ନକଲି ଚା’ ପତି

କଟକ : ନକଲି ସାମଗ୍ରୀର ହବ୍ ପାଲଟୁଛି କଟକ ସହର । କଟକ ସଦର ମୁକାମେଶ୍ୱର ଅଞ୍ଚଳରୁ ବିପୁଳ ପରିମାଣର ନକଲି ଚା ପତି ଜବତ ହୋଇଛି । ଆଜି କଟକ ସଦର ପୁଲିସ କୌଣସି ସୁତ୍ରରୁ ଖବର ପାଇଁ ଚଢାଉ କରି ଏହି ସବୁ ନକଲି ସାମଗ୍ରୀ ଜବତ କରିଛି । ଉକ୍ତ କମ୍ପାନିରେ ଚଢ଼ାଉ କରିଥିବା ବେ‌ଳେ ପ୍ରାୟ ୪୦

ପିଚୁ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ

ରାୟଗଡ଼ା : କୋଟିଏ ଟଙ୍କାର ଗଞ୍ଜେଇ ଜବତ | କୋଟିଏରୁ ଅଧିକ ମୂଲ୍ୟ ଗଞ୍ଜେଇ ଚାଲାଣ ସମୟରେ ଟ୍ରକ ସହ ଗଞ୍ଜେଇ ବସ୍ତାକୁ ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ । ରାୟଗଡା ମୁନିଗୁଡାରୁ ଏହି ଗଞ୍ଜେଇ ଜବତ ହୋଇଛି । ପିଚୁ ବୋଝେଇ ଟ୍ରକରେ ଏହି ଗଞ୍ଜେଇର ଚୋରା ଚାଲାଣ ହେଉଥିଲା । ଜବତ ଗଞ୍ଜେଇର

ଖୁସି ଖବର: ଶୂନକୁ ଖସିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟ ପାଇଁ ଖୁସି ଖବର | ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେହି ହେଲେ ମଧ୍ୟ କରୋନା ସଂକ୍ରମିତ ପ୍ରାଣ ହରାଇନାହାନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭ରେ ସ୍ଥିର ରହିଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା

ରାଜ୍ୟରେ ଆଉ ୨୩୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୯୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ଡବଲ ମର୍ଡର ଘଟଣାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି

କଟକ :ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆଉ ଜଣେ ଅଭିଯୁକ୍ତ ଗିରଫ । ଘଟଣାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି । ମାହାଙ୍ଗା ଡବଲ ମର୍ଡର ଘଟଣାରେ ଗତକାଲି ୪ ଅଭିଯୁକ୍ତଙ୍କୁ କଟକ ଗ୍ରାମାଞ୍ଚଳ ପୁଲିସ୍‌ ଗିରଫ କରିଥିବା ବେଳେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ । କାଲି ରାତିରେ

ସୁନ୍ଦରଗଡ଼ ଫେରିଲେ ବିରଜୁ କୁଲୁ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଫେରିଲେ ନିଖୋଜ ବିରଜୁ କୁଲୁ । ବିରଜୁଙ୍କୁ ତାଳଚେରରୁ ଉଦ୍ଧାର କରାଯାଇ କୁତ୍ରା ଥାନାରେ ରଖାଯାଇଛି । ମଙ୍ଗଳବାର ଦିନ ସୁନ୍ଦରଗଡ଼ରୁ ଏକ ପୋଲିସ ଟିମ୍ ତାଳଚେର ଯାଇ ବିରଜୁ କୁଲୁଙ୍କୁ ଆଣି ବୁଧବାର କୁତ୍ରାରେ ପହଞ୍ଚିଛି । ସୂଚନାନୁଯାୟୀ , ବିରଜୁ କୁଲୁ ରବିବାର

୧୦ରୁ ଅନ୍‌ଲାଇନ୍‌ରେ ହେବ ଫର୍ମ ପୂରଣ

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଅନଲାଇନ୍‌ରେ ଫର୍ମ ପୂରଣ ପାଇଁ ନିର୍ଦ୍ଦେଶାବଳୀ ପ୍ରକାଶ ପାଇଛି। । ଏନେଇ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଧିବଦ୍ଧ ନୋଟିଫିକେସନ ବାହାର କରାଯାଇଛି । ୮ ତାରିଖରୁ ରାଜ୍ୟ ସରକାର ଦଶମ ଓ ଦ୍ୱାଦଶ