Odia News Portal
Monthly Archives

January 2021

ଡବଲ ମର୍ଡର ଘଟଣାରେ ୪ ଗିରଫ

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆଜି ମୁଖ୍ୟ ଅଭିଯୁକ୍ତକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ କରିଛି ମାହାଙ୍ଗା ପୁଲିସ୍‌ । ସିନ୍ ରିକ୍ରିଏସନ୍ ବେଳେ ପୁଲିସ୍‌ ଗୋଟିଏ ଖଣ୍ଡା ଜବତ କରିଛି। ସୂଚନାନୁଯାୟୀ , ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ

ପୁଣି ୭ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଦୁର୍ନୀତି ଓ ଅପାରଗତା ଯୋଗୁଁ ରାଜ୍ୟ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ | ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଡି.ଆଇ.ଜି. ଗୋପବନ୍ଧୁ ମଲ୍ଲିକ, ସି.ଡି.ପି.ଓ. ସ୍ନିଗ୍ଧାରାଣୀ ମିଶ୍ର, କମାଣ୍ଡାଣ୍ଟ

ଟିକାକରଣ ପାଇଁ ଓଡିଶା ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର : ଟିକା ପାଇଁ ଓଡିଶା ସରକାରଙ୍କ ପ୍ରସ୍ତୁତି । ଏହି ମାସ ସୁଦ୍ଧା ଓଡିଶାରେ କରୋନା ଟିକା ପହଁଚିବା ନେଇ ଆଶା କରାଯାଉଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶ ଡାକ୍ତର ବିଜୟ ପାଣିଗ୍ରାହୀ । ଟିକାକରଣ ପାଇଁ ୨୯ ହଜାର ସେସନ ସାଇଟ ଅଛି । ହେଲେ ପ୍ରଥମ

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ

ଜଗତସିଂହପୁର : ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଗତସିଂହପୁର ଜିଲ୍ଲା ସଦର ଥାନା ପଳାଷୋଳ ଗାଁରେ ଗୁଳିମାଡ ହୋଇଛି । ଆଜି ସକାଳେ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କ ଗୁଳିରେ ଗୁରୁତର ହୋଇପଡ଼ିଛନ୍ତି ୬୦ ବର୍ଷର ବୃଦ୍ଧ । ଅଶୋକ କୁମାର ବିଶ୍ୱାଳ ନାମକ ବୃଦ୍ଧଙ୍କ

୭୦% ସିଲାବସରେ ପାଠପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଜାନୁଆରୀ ୮ରୁ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ ଏବଂ ଆରମ୍ଭ ହେବ ପାଠପଢ଼ା | ତେବେ ଏନେଇ ସୂଚନା ପ୍ରଦାନ କରିଥିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ତେବେ ଗୋଟିଏ ସେକ୍ସନରେ କେତେ ପିଲା ପଢ଼ିବେ ସେ ସୂଚନା ଦେଇଛନ୍ତି ଶିକ୍ଷା ମନ୍ତ୍ରୀ । ମନ୍ତ୍ରୀ

ରାଜ୍ୟରେ ବାର୍ଡ ଫ୍ଲୁ ଆଶଙ୍କା ; ଚିଲିକାରୁ ଗଲା ସାମ୍ପଲ

ଭୁବନେଶ୍ୱର : ଦେଶର ବିଭିନ୍ନ ସ୍ଥାନରେ ବାର୍ଡ ଫ୍ଲ୍ୟୁ ଚିହ୍ନଟ ହେବା ପରେ ସକ୍ରିୟ ହୋଇଛନ୍ତି ରାଜ୍ୟ ସରକାର । ତୁରନ୍ତ ପଦକ୍ଷେପ ନେବାକୁ ଯାଇ ଚିଲିକାରୁ ପ୍ରାଥମିକ ଭାବେ ସାମ୍ପଲ ସଂଗ୍ରହ ହୋଇଛି । ପ୍ରାଣୀଧନ ବିଭାଗ ପକ୍ଷରୁ ଚିଲିକାରୁ ୪ଶହ ପକ୍ଷୀ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ

ପକ୍ସୋ କୋର୍ଟରେ ହାଜର ପରୀର ଅଭିଯୁକ୍ତ

ନୟାଗଡ଼ : ପରୀ ହତ୍ୟା ମାମଲାରେ ନୟାଗଡ଼ ପକ୍ସୋ କୋର୍ଟରେ ହାଜର ହେଲା ଅଭିଯୁକ୍ତ ସରୋଜ ସେଠୀ । କୋର୍ଟରେ ସରୋଜର ମା ଓ ଭଉଣୀ ମଧ୍ୟ ଉପସ୍ଥିତ ଅଛନ୍ତି । ନାବାଳକ ଦର୍ଶାଇ ଗତକାଲି କୋର୍ଟରେ ଆବେଦନ କରିଥିଲେ ଅଭିଯୁକ୍ତର ପରିବାର । ତେବେ ଶୁଣାଣି କରି ରାୟକୁ ସଂରକ୍ଷିତ ରଖିଥିଲେ କୋର୍ଟ । ସେ ନେଇ

ରାଜ୍ୟରେ ଆଉ ୨ ଜୀବନ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

ରାଜ୍ୟରେ ଆଉ ୧୯୮ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର :ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୬୯୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ମିଳିଲା ନିଖୋଜ ବିରଜୁ କୁଲୁଙ୍କ ପତ୍ତା

ସୁନ୍ଦରଗଡ଼ : ତାଳଚେରରୁ ଠାବ ହେଲେ ନିଖୋଜ ବିରଜୁ କୁଲୁ | ବିରଜୁ କୁଲୁଙ୍କ ମିଳିବା ନେଇ ସୂଚନା ପ୍ରଦାନ କରିଛନ୍ତି ସୁନ୍ଦରଗଡ଼ ଏସ୍‌ପି ସାଗରିକ ନାଥ |କୁତ୍ରା ଥାନା ଆଇଆଇସିଙ୍କ ନେତୃତ୍ୱରେ ଏକ ଟିମ୍ ବିରଜୁଙ୍କୁ ଆଣିବା ନିମନ୍ତେ ତାଳଚେର ଯାଇଛି | ତେବେ ପାକିସ୍ତାନ ଲାହୋର ଜେଲ୍‌ରେ ୨୦