ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ନୂଆଦିଲ୍ଲୀ : କୋଭିଡ୍ ଟିକାକୁ ନେଇ ଅପେକ୍ଷାର ହେଲା ଅନ୍ତ | ଏଥର ଦେଶବାସୀଙ୍କୁ ମିଳିବ ପ୍ରଥମ ସ୍ୱଦେଶୀ କରୋନା ଟିକା । କୋଭାକ୍ସିନକୁ ଜରୁରିକାଳୀନ ପ୍ରୟୋଗ ପାଇଁ ଅନୁମତି ମିଳିଛି । ଏନେଇ ଭାରତ ବୈୟୋଟିକକୁ ଅଭିନନ୍ଦନ ଜଣାଇଛନ୍ତି ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି |କୋଭିଡ ମୁକ୍ତ ଦେଶ!-->…