Odia News Portal
Monthly Archives

January 2021

ଖୋଲିବ ଶ୍ରୀ ବଳଦେବ ଜୀଉ ମନ୍ଦିର

କେନ୍ଦ୍ରାପଡ଼ା: ଖୋଲିବ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ମନ୍ଦିର। ଆସନ୍ତାକାଲି ତୁଳସୀ କ୍ଷେତ୍ର କେନ୍ଦ୍ରାପଡାର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ମନ୍ଦିର ଖୋଲିବାକୁ ଯାଉଛି । ଏଥିପାଇଁ ଆଜି ମନ୍ଦିର ଟ୍ରଷ୍ଟବୋର୍ଡର ଏକ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ

ଦେଶରେ ମିଳିବ ମାଗଣା କରୋନା ଟିକା

ନୂଆଦିଲ୍ଲୀ: ଆଜିଠାରୁ ସାରା ଦେଶରେ ପାକ୍ ପ୍ରସ୍ତୁତି ବା ଡ୍ରାଏ ରନ୍ ଆରମ୍ଭ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏଭଳି ଉପଯୁକ୍ତ ସମୟରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏକ ବଡ ଘୋଷଣା କରିଛନ୍ତି । ଡ୍ରାଏ ରନ୍ ର ଶୁଭାରମ୍ଭ କରିବାକୁ ଦିଲ୍ଲୀର ଜିଟିବି

୪ରେ ଶପଥ ନେବେ ଜଷ୍ଟିସ୍ ଏସ୍. ମୁରଲୀଧର

ଭୁବନେଶ୍ୱର: ଆସନ୍ତା ୪ ତାରିଖରେ ଶପଥ ନେବେ ଜଷ୍ଟିସ୍ ଏସ୍. ମୁରଲୀଧର । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଲୀଧର ସୋମବାର ଦିନ ସକାଳ ୧୦ଟାରେ ଶପଥ ଗ୍ରହଣ କରିବେ । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଥିବା ନେଇ ଗତ ୩୧ତାରିଖରେ କେନ୍ଦ୍ର ଆଇନ

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବୁଟା ସିଂହଙ୍କ ପରଲୋକ

ନୂଆଦିଲ୍ଲୀ : କଂଗ୍ରେସ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ଗୃହ ମନ୍ତ୍ରୀ ସର୍ଦାର ବୁଟା ସିଂହଙ୍କର ଶନିବାର ଦିନ ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।ବୁଟା ସିଂହ ଶିଖ ସମ୍ପ୍ରଦାୟର ଜଣେ ପ୍ରମୁଖ ନେତା ଥିଲେ ତାଙ୍କ

ଅପରାଜିତା ଷଡଙ୍ଗୀ ହେଲେ ଶ୍ରେଷ୍ଠ ସାଂସଦ

ଭୁବନେଶ୍ୱର : ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହେଲେ ଅପରାଜିତା ଷଡଙ୍ଗୀ। ଏସିଆ ପୋଷ୍ଟ ଓ ଫେମ୍ ଇଣ୍ଡିଆ ପକ୍ଷରୁ ସର୍ବଭାରତୀୟ ସ୍ତରରେ ଏକ ସର୍ଭେ ପରେ ସେ ଦେଶର ସର୍ବଶ୍ରେଷ୍ଠ ସାଂସଦ ଭାବେ ବିବେଚିତ ହୋଇଛନ୍ତି ସାଂସଦ ଅପରାଜିତା । ତେବେ ଘୋଷଣା ପରେ ସାଂସଦ ଅପରାଜିତାଙ୍କ ନିକଟକୁ ବିଭିନ୍ନ

ପ୍ରେମ ପାଇଁ ଆତ୍ମହୁତି ଉଦ୍ୟମ

ପାଲଲହଡ଼ା: ଦେହରେ ନିଆଁ ଲଗାଇ ଥାନାକୁ ପଶିଲା ଯୁବକ|ପାଲଲହଡ଼ା ଥାନା ସମ୍ମୁଖରେ ଜଣେ ଯୁବକ ଆତ୍ମହୁତି ଉଦ୍ୟମ କରିଛନ୍ତି । ପ୍ରେମ ସମ୍ପର୍କକୁ ଗ୍ରହଣ କରି ନଥିଲେ ପରିବାର ଲୋକେ । ଝିଅର ବାହାଘର ଅନ୍ୟ ସ୍ଥାନରେ ସ୍ଥିର ହେବାରୁ ପ୍ରେମିକର ଆତ୍ମହୁତୀ ଉଦ୍ୟମ । ଉକ୍ତ ଯୁବକଙ୍କୁ ପୋଲିସ ଉଦ୍ଧାର

ବିସିସିଆଇ ଅଧକ୍ଷ ସୌରଭ ଗାଙ୍ଗୁଲି ଅସୁସ୍ଥ

କୋଲକାତା: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଅସୁସ୍ଥ | ବିସିସିଆଇ ଅଧ୍ୟକ୍ଷ ତଥା ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ହୃଦଘାତର ଶିକାର ହୋଇଥିବା ସୂଚନା ମିଳିଛି । ଛାତିରେ ଯନ୍ତ୍ରଣା ଅନୁଭବ କାରଣରୁ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭର୍ତ୍ତି

ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଇଛି ଆଉ ୪ ଜଣଙ୍କର ଜୀବନ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୦ରେ ପହଞ୍ଚିଯାଇଛି। ୪ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୪୧ ବର୍ଷୀୟ ବ୍ୟକ୍ତି ଅଛନ୍ତି । ତାଙ୍କର

ଦାୟିତ୍ୱ ନେଲେ ଜଷ୍ଟିସ ରଘୁନାଥ ବିଶ୍ୱାଳ

ଭୁବନେଶ୍ୱର: ରାଜ୍ୟ ପଛୁଆ ବର୍ଗ କମିଶନ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ ରଘୁନାଥ ବିଶ୍ୱାଳ । କମିଶନଙ୍କ ସହ ତିନିଜଣ ସଦସ୍ୟ ଡକ୍ଟର ନବନୀତା ରଥ, ଡକ୍ଟର ମିତାଲୀ ଚିନ୍ନାରା ଓ ଡକ୍ଟର ପ୍ରସନ୍ନ କୁମାର ପାତ୍ର ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି । ଓଡିଶା ରାଜ୍ୟ ପଛୁଆ ବର୍ଗ କମିଶନ ଆଇନ ୧୯୯୩