Odia News Portal
Monthly Archives

January 2021

ଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ବଜାସାଲ

ନୂଆଦିଲ୍ଲୀ: ଦିଲ୍ଲୀର ରାଜପଥରେ ଦେଖିବାକୁ ମିଳିବ କଳାହାଣ୍ଡିର ବଜାସାଲ ନୃତ୍ୟ। ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡି ଜିଲ୍ଲା ବଜାସାଲ ନୃତ୍ୟଦଳ ଜାତୀୟ ପେରେଡ଼ରେ ଭାଗ ନେବା ପାଇଁ ମନୋନୀତ ହୋଇଛି । ନୂଆଦିଲ୍ଲୀ ସ୍ଥିତ ରାଜପଥ ଜାତୀୟ ପେରେଡ଼ରେ କଳାହାଣ୍ଡିର ବଜାସାଲ ଲୋକନୃତ୍ୟ

ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ

ସମ୍ବଲପୁର: ଆଜି ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ । ଭିଡିଓ କନଫରେସିଂ ଜରିଆରେ ନୂଆ କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାର୍ଯ୍ୟକ୍ରମ ଆରମ୍ଭରେ ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା କେମିତି ଶିକ୍ଷାର ହବ୍ ପାଲଟିଛି,

ରାଜ୍ୟରେ ଆଉ ୨୫୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୧୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ବିମାନ ବ୍ୟବସ୍ଥା

ଝାରସୁଗୁଡ଼ା: ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ଜେଟ୍‌ ବିମାନ। ଜାନୁଆରୀରୁ ୧୨ ତାରିଖରୁ ସ୍ପାଇସ୍‌ଜେଟ୍ ଏହି ସେବା ଆରମ୍ଭ କରିବ। ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। ଶୁକ୍ରବାର ରାତିରେ

ଲୋ ରିସ୍କ କୋଠା ପାଇଁ ଆବଶ୍ୟକ ନାହିଁ ଅନୁମତି

ଭୁବନେଶ୍ୱର: ଗୃହ ନିର୍ମାଣ ଅନୁମତି ପାଇଁ ଏବେ ଆଉ ଧାଇଁବାକୁ ପଡ଼ିବନି ବିଡିଏ କାର୍ଯ୍ୟାଳୟ । ନିଜ ଜମିର ଲେଆଉଟ୍ ଅନୁମତି ନେଇଥିବା ବ୍ୟକ୍ତି ସିଧା ଘର ନିର୍ମାଣ କରିପାରିବେ । ଲୋ ରିସ୍କ କୋଠା ପାଇଁ ଆଉ ବିଲଣ୍ଡିଂ ପ୍ଲାନ ମଂଜୁରୀର ଆବଶ୍ୟକତା ପଡିବ ନାହିଁ । ସର୍ବାଧିକ ୧୦ମିଟର ଉଚ୍ଚତା ଓ

ଦେଶରେ କରୋନା ଟିକାର ଡ୍ରାଏ ରନ୍

ଭୁବନେଶ୍ୱର: ଆଜିଠାରୁ ଓଡ଼ିଶା ସମେତ ସାରା ଦେଶରେ ହେବ କରୋନା ଟିକାର ଡ୍ରାଏ ରନ୍ । ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳରେ ଏହି ଡ୍ରାଏ ରନ୍ ହେବ । ପୂର୍ବରୁ ଦେଶର ୪ଟି ରାଜ୍ୟରେ ଟିକାର ଏହି ମକ୍ ଡ୍ରିଲ୍ ସଫଳ ହୋଇଥିବାବେଳେ ଆଜି ସାରା ଦେଶରେ ଡ୍ରାଏ ରନ୍ ହେବ । ଏଥିପାଇଁ ସମସ୍ତ

ଆଜିଠାରୁ ଭାରତ ୟୁ.ଏନ୍‌.ଏସ୍‌.ସି. ରେ ଅସ୍ଥାୟୀ ସଦସ୍ୟ

ନୂଆଦିଲ୍ଲୀ: ନୂଆ ବର୍ଷରେ ଜାତିସଂଘରେ ଭାରତ ପ୍ରତିନିଧିତ୍ୱ କରିବା ନେଇ ନୂଆ ଆଶା ସଂଚାର ହୋଇଛି । ସମୁଦାୟ ଅଷ୍ଟମ ଥର ପାଇଁ ଆଜିଠାରୁ ଭାରତ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବେ କାମ ଆରମ୍ଭ କରିବ । ଏନେଇ ଦୁଇ ବର୍ଷ ପାଇଁ ଭାରତ ଏହି ଗୁରୁ ଦାୟିତ୍ୱ ତୁଲାଇବାକୁ

ଜଗନ୍ନାଥ ଧାମ ପାଇଁ ପୁଣି ଚିନ୍ତା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରମ୍ବାର ପୁରୀର ଉନ୍ନତିକରଣ ପାଇଁ ୫ ଟି ସଚିବ ତଥା ଅନ୍ୟ ଉଚ୍ଚ ପଦସ୍ଥ ଅଧିକାରୀ ମାନଙ୍କ  ସହ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ କରୁଥିବା ଦେଖା ଯାଉଥିଲା । ଏବଂ ଆଜି ପୁରୀର ଉନ୍ନତିକରଣ ନିମନ୍ତେ ସ୍ୱତନ୍ତ୍ର ଏୟାର

ଆଇ.ଏ.ଏସ୍. ସ୍ତରରେ ବିରାଟ ଅଦଳବଦଳ

ଭୁବନେଶ୍ୱର:   ଏକ ବିରାଟ ଅଦଳବଦଳ ସୂଚନା ମିଳିଛି ଆଇ.ଏ.ଏସ୍‌. ସ୍ତରରେ । ଆର୍‌. ଭନୀଲ କ୍ରିଷ୍ଣା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ନିଯୁକ୍ତ ହୋଇଛନ୍ତି । ଅଦଳବଦଳ ଅନୁଯାୟୀ ୪ ଜିଲ୍ଲାପାଳଙ୍କର ବଦଳି ହୋଇଛି ଏବଂ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ପୁରୀର ନୂଆ ଜିଲ୍ଲାପାଳ

ଡବଲ ହେଲମେଟ୍ ନପିନ୍ଧିଲେ ଗଣିବେ ଫାଇନ୍

ଭୁବନେଶ୍ୱର: କେବଳ ଚାଳକ ନୁହଁନ୍ତି ବାଇକ୍ ପଛରେ ବସୁଥିବା ଲୋକ ହେଲମେଟ୍ ପିନ୍ଧିବା ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ହେଲମେଟ୍ ନ ପିନ୍ଧିଲେ ଗାଡିଚାଳକଙ୍କୁ ଫାଇନ୍ ଦେବାକୁ ପଡିବ । ସେହିଭଳି ଡି.ଏଲ ମଧ୍ୟ ବାତିଲ ହେବ । ଦୁର୍ଘଟଣା କମାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ।ପୂର୍ବରୁ