Odia News Portal
Monthly Archives

February 2021

ମୋଦିଙ୍କ ମୁହଁରେ ଓଡ଼ିଆ ଯୁବକଙ୍କ ପ୍ରଶଂସା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍ କାର୍ଯ୍ୟକ୍ରମରେ ଓଡ଼ିଆ ଯୁବକଙ୍କ ପ୍ରଶଂସା | ଆଜି ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧନ କଲା ବେଳେ ଜଣେ ଓଡ଼ିଆ ଯୁବକଙ୍କ ପ୍ରେରଣାଦାୟୀ କାହାଣୀ କହିଛନ୍ତି । ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅରଖକୁଦ ଗାଁର ଏହି ଯୁବକ…

ଆଜିଠୁ ଓଡ଼ିଶା ମହିଳା ଫୁଟବଲ ଲିଗ

ଭୁବନେଶ୍ବର: ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ମହିଳା ଫୁଟବଲ ଲିଗ ୨୦୨୦-୨୦୨୧ । ଏହି ଟୁର୍ଣ୍ଣାମେଣ୍ଟ ରାଜଧାନୀର କଳିଙ୍ଗ ଷ୍ଟାଡିୟମ ଏବଂ କ୍ୟାପିଟାଲ ହାଇସ୍କୁଲ ପଡିଆରେ ଖେଳାଯିବ । ଆଜି ଏନେଇ ଏକ ସାମ୍ବାଦିକ ସମିଳନୀ ଆୟୋଜନ କରାଯାଇ ଏଥିରେ ଅଂଶଗ୍ରହଣ କରୁଥିବା ସମସ୍ତ ୬ଟି ଦଳର…

ବିରଳ ଦମ୍ପତିଙ୍କୁ ଆଶୀର୍ବାଦ ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ବିରଳ ବାହାଘରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ |ଦୁଇ ଏଚଆଇଭି ସଂକ୍ରମିତ ସାତଜନ୍ମର ସାଥି ହୋଇଛନ୍ତି | ବ୍ରହ୍ମପୁର ସଞ୍ଜିବନୀ ଡେ କେୟାର ହୋମରେ ଦୁଇ ଏଚଆଇଭି ସଂକ୍ରମିତଙ୍କ ବାହାଘର ହୋଇଛି । ସମ୍ପୂର୍ଣ୍ଣ ବୈଦିକ ରିତିନୀତି ଅନୁଯାୟୀ ହୋଇଛି ବାହାଘର । ଗଞ୍ଜାମ ଜିଲ୍ଲାପାଳ ବିଜୟ…

ମାର୍ଚ୍ଚ ୧ରୁ ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ଟିକା

ଭୁବନେଶ୍ୱର: ମାର୍ଚ୍ଚ ୧ରୁ କେନ୍ଦ୍ର ସରକାରଙ୍କ ତରଫରୁ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବାକୁ ଯାଉଥିବା ସମୟରେ ରାଜ୍ୟରେ ମଧ୍ୟ ସେହି ସମାନ ତାରିଖରେ ଟିକାକରଣ କରାଯିବ ।ତେବେ ବୟସ୍କଙ୍କୁ ଟିକା ଦେବା ପାଇଁ ବିଏମସି ତାର ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି । ବରିଷ୍ଠ ନାଗରିକଙ୍କୁ…