ବିଧାନସଭା ନିକଟରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର: ପୁଣି ଥରେ ବିଧାନସଭା ନିକଟରେ ଆତ୍ମଦାହ ଉଦ୍ୟମ | ବଜେଟ ଅଧିବେଶନ ଆରମ୍ଭରୁ ପୋଲିସକୁ ଘାରିଥିବା ଆତ୍ମଦାହ ଉଦ୍ୟମ ଭୟ ସତ ହୋଇଛି | ଆଜି ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ସମୟରେ ଫେଲ୍ ମାରିଛି ପୋଲିସର ବିଧାନସଭା ସମ୍ମୁଖରେ ଆତ୍ମଦାହ ଉଦ୍ୟମ ରୋକ୍!-->…