Odia News Portal
Monthly Archives

February 2021

ଚନ୍ଦ୍ରଭାଗାରେ ୧୪୪ ଧାରା ଜାରି

ପୁରୀ: ଚନ୍ଦ୍ରଭାଗା ମେଳା ପଡିଆରେ ୧୪୪ ଧାରା ଜାରି । ମାଘମେଳାରେ ଜନ ସମାଗମକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଜାରି କରାଯାଇଛି। ଚଳିତ ବର୍ଷ କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ ହେବ ଚନ୍ଦ୍ରଭାଗା ମାଘ ମେଳା । ଜନ ସମାଗମରୁ କରୋନା ବ୍ୟାପିବାର ଆଶଙ୍କା ଥିବାରୁ

ସାରଥିଙ୍କୁ ମିଳିଲା ପ୍ରବଚନ ଅନୁମତି

କଟକ: ଏଣିକି ପ୍ରବଚନ ଦେଇ ପାରିବେ ବହୁ ଚର୍ଚ୍ଚିତ ବିବାଦୀୟ ସାରଥି । ସାରଥିଙ୍କ ଭଜନ ଶୁଣିବା ପାଇଁ ପୁଣି ଜମିବ ଭକ୍ତଙ୍କ ଆସର | ପ୍ରବଚନ ଦେବା ନେଇ ସାରଥିଙ୍କୁ ମିଳିଛି ହାଇକୋର୍ଟ ଅନୁମତି । ସର୍ବାଧିକ ୨୦୦ ଲୋକଙ୍କୁ ନେଇ ଦେଇ ପାରିବେ ପ୍ରବଚନ। କୋଭିଡ୍ କଟକଣା ମାନି ପ୍ରବଚନ ଦେବାକୁ

ସିଦ୍ଧି ସଡକ ଦୁର୍ଘଟଣା: ୩୯ ମୃତଦେହ ଉଦ୍ଧାର

ସିଦ୍ଧି: ମଧ୍ୟପ୍ରଦେଶ ସିଦ୍ଧି ଠାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୩୯ ଜଣଙ୍କ ମୃତଦେହ ଉଦ୍ଧାର କରିଛି ଉଦ୍ଧାରକାରୀ ଦଳ । ବସରେ ମୋଟ ୫୦ ଜଣ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି । ଏନଡିଆରଫ୍, ଏସଡିଆରଏଫ୍ ଓ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ହକିର ଏନ୍ତୁଡ଼ିଶାଳରେ ସର୍ବବୃହତ ଷ୍ଟାଡିୟମ୍

ସୁନ୍ଦରଗଡ଼: ରାଉରକେଲା ସଭାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁରୀ ଭାଷାରେ ଉଦବୋଧନ | ଆପଣ ମାନକେ ସବକେ ମୋର ଜୁହାର । ଆଜି ରାଉରକେଲା ଆସି ମୁଁ ବହୁତ ଖୁସି । ହକିର ଏନ୍ତୁଡ଼ିଶାଳରେ ମୁଁ ପହଁଚି ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି । ବିକାଶର ମୂଳଦୁଆ ପକାଇଥିଲେ ବିଜୁ ବାବୁ, ତେଣୁ ଯେବେ ରାଉରକେଲା

ବିରାଟ୍ ବାହିନୀର ଚେନ୍ନାଇ ବିଜୟ

ଚେନ୍ନାଇ: ଭାରତ ଓ ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟରେ ଟିମ ଇଣ୍ଡିଆର ଦମଦାର୍ ବିଜୟ |ଏହା ସହିତ ପ୍ରଥମ ଟେଷ୍ଟ ପରାଜୟର ପ୍ରତିଶୋଧ ନେଇଛି ଭାରତ । ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡ ଭାରତୀୟ ବୋଲିଂର ସାମ୍ନା କରିନପାରି ୧୬୪ ରନ୍‌ରେ ଅଲଆଉଟ୍ ହୋଇଯାଇଥିଲା । ଫଳରେ ଭାରତ ୩୧୭ ରନରେ ବିଜୟ ହାସଲ କରିବା ସହ

ସୁନ୍ଦରଗଡ଼ ଜିଲ୍ଲାକୁ ୪୯୧୫ କୋଟିର ଉପହାର

ସୁନ୍ଦରଗଡ଼: ମୁଖ୍ୟମନ୍ତ୍ରୀଙ୍କ ଫୋକସ୍ ରେ ସୁନ୍ଦରଗଡ଼ । ସୁନ୍ଦରଗଡ ଜିଲ୍ଲାକୁ ୪୯୧୫ କୋଟି ଟଙ୍କାର ଉପହାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଉରକେଲାର ବିପିୟୁଟି ପରିସରରେ ଆୟୋଜିତ ସଭାସ୍ଥଳରୁ ସୁନ୍ଦରଗଡବାସୀଙ୍କୁ ଏହି ବଡ ଭେଟି ଦେଇଛନ୍ତି ନବୀନ । ସୁନ୍ଦରଗଡ଼ ଜିଲ୍ଲାଗସ୍ତ

ଧରା ପୃଷ୍ଠରେ ମା’ ବାଗ୍‌ଦେବୀଙ୍କ ଆରାଧନା…

ଭୁବନେଶ୍ବର: ଚଳିତ ବର୍ଷ ବସନ୍ତପଞ୍ଚମୀ ୧୬ ଫେବୃଆରୀ ୨୦୨୧ରେ ପଡୁଛି। ମାଘମାସ ଶୁକ୍ଳପକ୍ଷର ପଞ୍ଚମୀ ତିଥିକୁ ମା ସରସ୍ବତୀଙ୍କ ଦିନ ବୋଲି ମଧ୍ୟ କୁହାଯାଏ। ଧାର୍ମିକ ଗ୍ରନ୍ଥ ଅନୁସାରେ ଏହି ଦିନ ଶବ୍ଦର ଶକ୍ତି ମନୁଷ୍ୟଙ୍କର ଜୀବନକୁ ଆସିଥିଲା। * ପୌରାଣିକ ମାନ୍ୟତା:- ପୁରାଣରେ

ପଶ୍ଚିମ ଓଡିଶା ବିକାଶ ପରିଷଦକୁ ଡବଲ୍ ଡୋଜ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ବିକାଶ ପରିଷଦର କାର୍ଯ୍ୟକ୍ରମ ସମୀକ୍ଷା କରି ପଶ୍ଚିମ ଓଡିଶାର ବିକାଶ ପାଇଁ ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ଯୁବକଯୁବତୀ ମାନଙ୍କ ପାଇଁ

ରଙ୍ଗରୁଟ୍‌ ନେଇଗଲା ୨ ଶିଶୁଙ୍କ ଜୀବନ

ଢେଙ୍କାନାଳ: ଢେଙ୍କାନାଳର ବାଜିଚୌକ ଫ୍ଲାଇଓଭର ନିକଟରେ ଅଭାବନୀୟ ଘଟଣା ଘଟିଛି। ଦୁର୍ଘଟଣାରେ ଚାଲିଯାଇଛି ୨ ନୀରିହ ଶିଶୁଙ୍କ ଜୀବନ। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ମେଡିକାଲରେ ଭତ୍ତି କରାଯାଇଛି। ମୃତ ୨ ନାବାଳିକାଙ୍କ ବୟସ ୫ ଓ ୭ ବର୍ଷ ଥିବା ସୂଚନା ମିଳିଛି।

ହାତୀ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ ପ୍ରକାଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର କର୍ଲାପାଟ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତ୍ୟୁ ସଂପର୍କରେ ସମୀକ୍ଷା କରି ଏହି ଘଟଣାରେ ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସଂପଦ ବିଭାଗ ମିଳିତ ଭାବେ ପଦକ୍ଷେପ