Odia News Portal
Monthly Archives

February 2021

ନିର୍ମାଣ ହେବ ୩୦ଟି ସାଇନ୍ସ ପାର୍କ

ଭୁବନେଶ୍ୱର: ଶନିବାର ବିଧାନସଭା ଗୃହର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସାଇନ୍ସ ପାର୍କ ଖୋଲିବା ପାଇଁ ଆଲୋଚନା ହୋଇଥିଲା। ଏନେଇ ବିଧାୟକ ସନ୍ତୋଷ ସିଂ ସାଲୁଜା ପଚାରିଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା ।ରାଜ୍ୟରେ ମୋଟ ୩୦ଟି ସାଇନ୍ସ ପାର୍କ କରାଯିବ। ଗୋଟିଏ ସାଇନ୍ସ…

ଭିସୁଟର ୨୫ ଛାତ୍ର କରୋନା ଆକ୍ରାନ୍ତ

ସମ୍ବଲପୁର: କରୋନା କବଳରେ ଭିସୁଟର ୨୫ ଜଣ ଛାତ୍ର । ସମ୍ବଲପୁର ସ୍ଥିତ ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗତକାଲି ୨୪ ଜଣଙ୍କୁ ଚିହ୍ନଟ କରାଯାଇଥିବା ବେଲେ ଆଜି ଆଉ ଜଣଙ୍କୁ ଚିହ୍ନଟ କରାଯାଇଛି। କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ…

ମାର୍ଚ୍ଚ ପହିଲାରୁ ସକାଳୁଆ ସ୍କୁଲ୍

ଫେବ୍ରୁଆରି ଆରମ୍ଭ ରାଜ୍ୟରେ ଅସହ୍ୟ ଗରମ ।ରାଜଧାନୀ ଭୁବନେଶ୍ଵର ପାଲଟିଛି ଦେଶର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟ ସହରଗୁଡ଼ିକର ତାପମାତ୍ରା ବି ଅନୁରୂପ ଭାବେ ବଢ଼ି ଚାଲିଛି । ଆଗକୁ ସ୍ଥିତି ଆହୁରି ବିଗିଡ଼ିବାର ଆଶଙ୍କା ଥିବା ନେଇ ପାଣିପାଗ ବିଭାଗ ଓ ସ୍ବତନ୍ତ୍ର ରିଲିଫ୍‌…

ଖରା ପାଇଁ ସକାଳୁଆ ସ୍କୁଲ

ଭୁୁବନେଶ୍ୱର : ଖରାର ପ୍ରକୋପ ବୃଦ୍ଧି ପାଉଥିବାରୁ ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପି ନେଇଛନ୍ତି । ନିଷ୍ପତି ଅନୁଯାୟୀ ନବମ ଓ ଏକାଦଶ ଶ୍ରେଣୀ ସକାଳ 7ଟାରୁ 9ଟା ଯାଏଁ ଚାଲିବ ଏବଂ ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ 9ଟାରୁ ଦିନ 1ଟା ଯାଏଁ ଚାଲିବ ଏନେଇ ସବୁ ଡିଇଓମାନଙ୍କୁ ଗଣଶିକ୍ଷା…

ଅଧିକ ଋଣ ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ, ମିଶନ ଶକ୍ତି, ଏମଏସଏମଇ କ୍ଷେତ୍ରକୁ ଋଣ ଯୋଗାଣର ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଶନ ଶକ୍ତିକୁ ବାର୍ଷିକ 5ଶହ କୋଟି ଅଧିକ ଋଣ ଦିଆଯିବ ଭଲ ପ୍ରଦର୍ଶନକାରୀ ବ୍ୟାଙ୍କକୁ ପୁରସ୍କୃତ କରାଯିବ । ଗତ…

ନିର୍ବାଚନ ପାର୍ ପାଇଁ କାଳିଆ ଭରଷା

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପୁରୀରୁ ଜଗନ୍ନାଥଙ୍କ ବାଡଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର କୋଲକାତା ଯାଇ ମମତାଙ୍କ ପାଇଁ ପୂଜାର୍ଚ୍ଚନା ଆରମ୍ଭ କରିଛନ୍ତି । ଆଜି ନିର୍ବାଚନ କମିଶନ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପୂର୍ବରୁ ମମତାଙ୍କ ବାସଭବନରେ ଆରମ୍ଭ ହୋଇଥିଲା…

ନିର୍ବାଚନୀ ବିଗୁଲ୍: ମେ’ ୨ରେ ୪ ଟି ରାଜ୍ୟ ଫଳାଫଳ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, ପୁଡୁଚେରୀ ଓ କେରଳ ବିଧାନସଭା ନିର୍ବାଚନ ତାରିଖ ଆଜି ଘୋଷଣା। ନିର୍ବାଚନ ଆୟୋଗ ଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଆଜି ଏନେଇ ପ୍ରେସମିଟ୍ ଜରିଆରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ତେବେ ସାମ୍ବାଦିକ ସମ୍ମିଳନୀ ଆରମ୍ଭ ପୂର୍ବରୁ କୋଭିଡ…